Home Bibles ଆଦି ପୁସ୍ତକ 1:3 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 1:3 · ଓଡ଼ିଆ ବାଇବେଲ

ଉପରେ ବ୍ଯାପ୍ତ ଥିଲା।

Cross references

ଆୟୁବ ପୁସ୍ତକ 36:30

ଦେଖ, ପରମେଶ୍ବର କମେିତି ପୃଥିବୀ ଉପରେ ବିଜୁଳିର ଆଲୋକ ବିସ୍ତାର କରନ୍ତି ଓ ସମୁଦ୍ରର ଗଭୀରତମ ପ୍ରଦେଶକୁ ମଧ୍ଯ ଆଚ୍ଛାଦିତ କରି ଦିଅନ୍ତି।

ଆୟୁବ ପୁସ୍ତକ 38:19

ଆୟୁବ, ଆଲୋକ କେଉଁଠାରୁ ଆ ସେ ? ଅନ୍ଧକାର କେଉଁଠାରୁ ଆ ସେ।

ଗୀତସଂହିତା 33:6

ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।

ଗୀତସଂହିତା 33:9

କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।

ଗୀତସଂହିତା 97:11

ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ଯପ୍ରିଯମାନଙ୍କ ପାଇଁ ଆନନ୍ଦ ଅଛି।

ଗୀତସଂହିତା 104:2

ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

ଗୀତସଂହିତା 118:27

ସଦାପ୍ରଭୁ ପରମେଶ୍ବର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ୟଜ୍ଞବଦେୀର ଶିଙ୍ଗରେ ରଜ୍ଜୁଦ୍ବାରା ମଷେକୁ ବାନ୍ଧ।

ଗୀତସଂହିତା 148:5

ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିଶାଇୟ 60:19

ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

ମାଥିଉଲିଖିତ ସୁସମାଚାର 8:3

ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।

ଯୋହନଲିଖିତ ସୁସମାଚାର 1:5

ସହେି ଆଲୋକ ଅନ୍ଧକାର ରେ ଆଲୋକିତ ହୁଏ। କିନ୍ତୁ ଅନ୍ଧକାର ଆଲୋକକୁ ଲୋପ କରି ପାରିନାହିଁ।

ଯୋହନଲିଖିତ ସୁସମାଚାର 1:9

ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।

ଯୋହନଲିଖିତ ସୁସମାଚାର 3:19

ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଯୋହନଲିଖିତ ସୁସମାଚାର 11:43

ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଲାଜାର, ବାହାରି ଆସ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6

ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

ଏଫିସୀୟଙ୍କ ପ୍ରତି ପତ୍ର 5:8

ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।

ଏଫିସୀୟଙ୍କ ପ୍ରତି ପତ୍ର 5:14

ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:16

ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।

ଯୋହନଙ୍କ ପ୍ରଥମ ପତ୍ର 1:5

ଆମ୍ଭେ ପରମେଶ୍ବରଙ୍କଠାରୁ ଯେଉଁ ସତ୍ଯଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ବର ଜ୍ଯୋତିଃସ୍ବରୂପ। ଆଉ ତାହାଙ୍କଠା ରେ ଆଦୌ ଅନ୍ଧକାର ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:8

ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟ ରେ ଲେଖୁଛି, ଏହାର ସତ୍ଯତା ଯୀଶୁଙ୍କଠା ରେ ଓ ତୁମ୍ଭମାନଙ୍କ ଜୀବନ ରେ ମଧ୍ଯ ଦେଖିପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ଯ ଜ୍ଯୋତିଃ ପ୍ରକାଶିତ ହେଲାଣି।

Interlinear

Choose Theme