ସମସ୍ତ ଚ଼ାରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦଲେି, ଆକାଶ ରେ ଉଡ଼ୁଥିବା ପ୍ରେତ୍ୟକକ ପକ୍ଷୀ, ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ଏବଂ ପ୍ରେତ୍ୟକକ ଜୀବନ୍ତ ଏବଂ ନିଶ୍ବାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦଲେି। ଏବଂ ଏହିପରି ହେଲା।
Cross references
ଆଉ ତୁମ୍ଭେ ଆପଣାର ଓ ସମାନଙ୍କେର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଂଚ଼ଯ କରିବ।
ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦଇେଥିଲି। ବର୍ତ୍ତମାନ ପ୍ରେତ୍ୟକକ ପଶୁ ତୁମ୍ଭର ଖାଦ୍ୟ ହବେ। ମୁଁ ଯାହାସବୁ ପୃଥିବୀ ରେ ଦଇେଛି ତାହାସବୁ ତୁମ୍ଭର।
ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?
ସହେି ପଶୁ ଛୁଆମାନେ କ୍ଷତେ ରେ ବଡ଼ ସବଳ ହାଇୟୋନ୍ତି। ତା'ପରେ ସମାନେେ ମା'କୁ ଛାଡ଼ି ଚାଲିୟାଆନ୍ତି, ଆଉ ଫରନ୍େତି ନାହିଁ।
ବଣୁଆ ଗଧମାନେ ପାହାଡ଼ ରେ ବାସ କରନ୍ତି, ତାହା ସମାନଙ୍କେ ଚରିବା ସ୍ଥାନ। ସହେି ସ୍ଥାନ ରେ ସମାନେେ ତାଙ୍କର ଖାଦ୍ୟ ଅନୁସନ୍ଧାନ କରନ୍ତି।
ଉତ୍କ୍ରୋଶ ପକ୍ଷୀ ଏକତ୍ରୀତ ହୁଅନ୍ତି, ଯେଉଁଠା ରେ ଶବସବୁ ଥାଏ। ଏବଂ ତା'ର ଛୁଆମାନେ ମଧ୍ଯ ରକ୍ତ ଶୋଷନ୍ତି।
ଆୟୁବ, ତୁମ୍ଭେ ବ ହମୋେତକୁ ଦେଖ। ମୁଁ ପରମେଶ୍ବର, ସହେି ବ ହମୋେତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ଯ ମୁଁ ସୃଷ୍ଟି କରିଛି। ବ ହମୋେତ ଗାଈପରି ଘାସ ଖାଏ।
ବ ହମୋେତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠା ରେ ଜଙ୍ଗଲୀ ପ୍ରାଣୀମାନେ ଖୋଜାବୁଲା କରନ୍ତି।
ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।
ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ।
ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।