Home Bibles ଆଦି ପୁସ୍ତକ 1:5 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 1:5 · ଓଡ଼ିଆ ବାଇବେଲ

ପରମେଶ୍ବର ସହେି ଆଲୋକର ନାମ ଦେଲେ ଦିନ ଏବଂ ଅନ୍ଧକାରର ନାମ ଦେଲେ ରାତି।

Cross references

ଆଦି ପୁସ୍ତକ 1:8

ପରମେଶ୍ବର ସହେି ତାରଣେ ନାମ ଦେଲେ ଆକାଶ ତା'ପରେ ସଠାେ ରେ ପ୍ରଭାତ ଏବଂ ସଠାେରେ ସୁର୍ୟ୍ଯାସ୍ତ ହେଲା। ଏବଂ ଏହା ଦି୍ବତୀଯ ଦିନ ଥିଲା।

ଆଦି ପୁସ୍ତକ 1:13

ତହିଁରେ ସଂନ୍ଧ୍ଯା ଓ ପ୍ରାତଃକାଳ ହାଇେ ତୃତୀୟ ଦିବସ ହେଲା।

ଆଦି ପୁସ୍ତକ 1:19

ଏହାପରେ ସଂନ୍ଧ୍ଯା ଏବଂ ସକାଳ ହେଲା। ଏହା ଚ଼ତୁର୍ଥ ଦିବସ ଥିଲା।

ଆଦି ପୁସ୍ତକ 1:23

ସଂନ୍ଧ୍ଯା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।

ଆଦି ପୁସ୍ତକ 1:31

ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

ଆଦି ପୁସ୍ତକ 8:22

ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।

ଗୀତସଂହିତା 19:2

ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଚାଲେ। ପ୍ରେତ୍ୟକକ ରାତ୍ରି ପରମେଶ୍ବରଙ୍କ ଶକ୍ତି ବିଷଯରେ ନାନା ତଥ୍ଯ ପ୍ରଦାନ କରେ।

ଗୀତସଂହିତା 74:16

ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।

ଗୀତସଂହିତା 104:20

ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ। ତହିଁରେ ସକଳ ବନ୍ଯପଶୁ ବାହାରି ଭ୍ରମଣ କରନ୍ତି।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିରିମିୟ 33:20

ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:13

କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।

ଏଫିସୀୟଙ୍କ ପ୍ରତି ପତ୍ର 5:13

କିନ୍ତୁ ଆଲୋକ ସମ୍ମୁଖ ରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:5

ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।

Interlinear

Choose Theme