Home Bibles ଆଦି ପୁସ୍ତକ 10:15 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 10:15 · ଓଡ଼ିଆ ବାଇବେଲ

ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

Cross references

ଆଦି ପୁସ୍ତକ 15:18

ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

ଆଦି ପୁସ୍ତକ 23:3

ଏହାପରେ ଅବ୍ରହାମ ସହେି ମୃତ ଦହକେୁ ଛାଡ଼ି ହତରେମାନଙ୍କୁ କହିଲେ। ସେ ସମାନଙ୍କେୁ କହିଲେ,

ଆଦି ପୁସ୍ତକ 28:3

ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।

ଆଦି ପୁସ୍ତକ 49:13

ସବୂଲୂନ୍ ସମୁଦ୍ର କୂଳ ରେ ବାସ କରିବ। ସେ ଜାହାଜର ଆଶ୍ରିତ ହବେ। ପୁଣି ସୀଦୋନ ପର୍ୟ୍ଯନ୍ତ ତାହାର ଅଧିକାର ସୀମା ହବେ।

ଯାତ୍ରା ପୁସ୍ତକ 3:8

ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

ଯାତ୍ରା ପୁସ୍ତକ 34:11

ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦଲେି ତାହା ଅନୁସରଣ କର ମୁଁ ତୁମ୍ଭର ଶତୃମାନଙ୍କୁ ଏହି ଦେଶରୁ ବିତାଡିତ କରିବି। ମୁଁ କିଣାନୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ବିତାଡିତ କରିବି।

ଗଣନା ପୁସ୍ତକ 34:2

ଇଶ୍ରାୟେଲର ଲୋକମାନଙ୍କୁ କୁହ: ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ।

ଯିହୋଶୂୟ 11:8

ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ସହାୟ ହେଲେ, ସମାନଙ୍କେୁ ପରାସ୍ତ କରିବା ପାଇଁ। ଇଶ୍ରାୟେଲୀୟମାନେ ସମାନଙ୍କେୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍ ମଯିମ୍ ପର୍ୟ୍ଯନ୍ତ ଆଉ ପୂର୍ବ ଦିଗ ରେ ମିସ୍ପିର ସମସ୍ଥଳି ପର୍ୟ୍ଯନ୍ତ ସମାନଙ୍କେୁ ଘଉଡାଇ ନେଲେ। ପକ୍ସ୍ଟଣି ସମାନଙ୍କେର କହେି ଅବଶିଷ୍ଟ ରହିଲେ ନାହିଁ। ସମାନେେ ସମସ୍ତଙ୍କକ୍ସ୍ଟ ସଂହାର କଲେ।

ଯିହୋଶୂୟ 12:8

ପର୍ବତମଯ ଦେଶ, ତଳଭୂମି, ୟର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗକ୍ସ୍ଟଡିକ, ନଗଭେ ଓ ମରକ୍ସ୍ଟଭୂମି ହୀତ୍ତୀଯ ଇ ମାରେୀଯ, କିଣାନୀଯ, ପରିଷୀଯ, ଓ ହିଦ୍ଦୀଯମାନେ ସଠାେରେ ବାସ କଲେ। ସହେିସବୁ ରାଜାମାନଙ୍କର ତାଲିକା ନିମ୍ନ ରେ ଦିଆଗଲା:

ପ୍ରଥମ ଶାମୁୟେଲ 26:6

ଦାଉଦ ହିତ୍ତୀଯ ଅହୀମଲକେକକ୍ସ୍ଟ ଓ ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବର ଭ୍ରାତା, ଅବୀଶଯକକ୍ସ୍ଟ ପଚାରିଲେ, ମାେ ସଙ୍ଗ ରେ ଶାଉଲଙ୍କ ଛାଉଣୀକି ନିକଟକକ୍ସ୍ଟ କିଏ ୟିବ।

ଦିତୀୟ ଶାମୁୟେଲ 11:3

ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସହେି ସ୍ତ୍ରୀ ବିଷଯ ରେ ବକ୍ସ୍ଟଝିଲେ। ସେ ଜାଣିବାକକ୍ସ୍ଟ ପାଇଲେ ଯେ, ସେ ହେଉଛନ୍ତି ଇଲିଯାମର ଝିଅ ହିତ୍ତୀଯ ଊରିଯର ସ୍ତ୍ରୀ, ବତ୍ଶବୋ।

ଦିତୀୟ ଶାମୁୟେଲ 24:6

ତା'ପରେ ସମାନେେ ପୂର୍ବ ରେ ଥିବା ଗିଲିଯଦ୍କକ୍ସ୍ଟ ଓ ତହତୀମ୍ ହଦ୍ଶି ଦେଶକକ୍ସ୍ଟ ଗଲେ। ତା'ପରେ ସମାନେେ ବକ୍ସ୍ଟଲି ସୀଦୋନକକ୍ସ୍ଟ ଆସିଲେ।

ପ୍ରଥମ ବଂଶାବଳୀ 1:13

କିଣାନ ସୀଦୋନର ପିତା ଥିଲା। ସୀଦୋନ ତାହାର ପ୍ରଥମ ସନ୍ତାନ ଥିଲା। କିଣାନ ହିତ୍ତୀଯମାନଙ୍କର

ଯିଶାଇୟ 23:4

ହେ ସୀଦୋନ, ତୁମ୍ଭମାନେେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି : ମାରେ ପିଲା ନାହାଁନ୍ତି। ତେଣୁ ମୁଁ ପ୍ରସବ ବଦନୋ ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ୟୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ୟୁବତୀମାନଙ୍କର ଭରଣପୋଷଣ କରି ନାହିଁ।

ଯିହିଜିକଲ 27:8

ସୀଦୋନ୍ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକଥିଲେ। ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧିଅରେ ଥିଲେ, ସମାନେେ ତୁମ୍ଭର କର୍ଣ୍ଣଧାର ହାଇେଥିଲେ।

Interlinear

Choose Theme