ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।
Cross references
ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।
ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହ ମାରେର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋଯିମର ରାଜା ଶିମବରେ ଓ ବିଲାର, ସୋଯରର ରାଜାଙ୍କ ସହିତ ୟୁଦ୍ଧ କଲେ।
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
ଏହାପରେ ସଦାପ୍ରଭୁ କହିଲେ, ମୁଁ ଅନକେ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରର ଲୋକମାନଙ୍କ ବିରୁଦ୍ଧ ରେ, ସମାନେେ ବହୁତ ପାପ କରିଛନ୍ତି।
ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।
ଏହାପରେ ଅବ୍ରହାମ ସଠାରୁେ ଦକ୍ଷିଣ ଦେଶକୁ ୟାତ୍ରାକରି କାଦେଶ ଓ ଶୁର ରେ ମଧ୍ଯସ୍ଥାନ ରେ ଥାଇ ଗରାର ରେ ବାସ କଲେ।
ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହାଇେଥିଲା। ସହେି ଦେଶ ରେ ଆଉ ସହେିଭଳି ଏକ ଦୁର୍ଭିକ୍ଷ ଦଖାଦେବୋରୁ ଇସ୍ହାକ ଗରାର ରେ ପଲେଷ୍ଟୀୟମାନଙ୍କ ରାଜା ଅବିମଲକେ ନିକଟକୁ ଗଲେ।
ଇଶ୍ରାୟେଲର ଲୋକମାନଙ୍କୁ କୁହ: ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ।
ପରମେଶ୍ବର ଠିକ୍ ସହେିପରି ମଧ୍ଯ କରିଥିଲେ। କପତାରେୀୟମାନଙ୍କ ପ୍ରତି ଅଦ୍ଦୀଯ ଲୋକମାନେ ଘାସା ନିକଟବର୍ତ୍ତୀ ସହର ରେ ବାସ କରୁଥିଲେ। କିନ୍ତୁ କପତାରେୀୟ ଲୋକେ ଅଦ୍ଦୀଯମାନଙ୍କୁ ଧ୍ବଂସ କଲେ। ସହେି କପତାରେୀୟ ଲୋକମାନେ ସମାନଙ୍କେଠାରକ୍ସ୍ଟ ଅଧିକାର ଛିନ୍ନ କରି ସଠାେରେ ଏବେ ପର୍ୟ୍ଯନ୍ତ ବାସ କରୁଛନ୍ତି।
ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।
ଇଶ୍ରାୟେଲର ଲୋକମାନେ ମଧ୍ଯ ୟର୍ଦ୍ଦନର ପଶ୍ଚିମ ପାଶର୍ବସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହାଶୂେୟ ଏହି ଆକ୍ରମଣର ନତେୃତ୍ବ ନଇେଥିଲେ। ଯିହାଶୂେୟ ସହେି ଦେଶଗୁଡିକୁ ବାରଟି ପରିବାରବର୍ଗ ମଧିଅରେ ବାଣ୍ଟି ଦଇେଥିଲେ। ସେ ଦେଶଗକ୍ସ୍ଟଡିକ ସଦାପ୍ରଭୁ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସହେି ଲୋବାନନ୍ର ବାଲ୍ଗାଦ୍ଠାରକ୍ସ୍ଟ ସଯେୀରର ହାଲକ ପର୍ୟ୍ଯନ୍ତ ଉପତ୍ୟକାଗକ୍ସ୍ଟଡିକ ଥିଲା।
ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।
ସମାନେେ ଛାଉଣୀ ସ୍ଥାପନ କରି ଘାସା ପର୍ୟ୍ଯନ୍ତ ଭୂମିଜାତ ଶସ୍ଯାଦି ବିନାଶ କରନ୍ତି। ଇଶ୍ରାୟେଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡିଲେ ନାହିଁ। ଏପରିକି ସମାନେେ ମଷେ, ଗୋରୁ କିମ୍ବା ଗଧ କିଛି ଛାଡିଲେ ନାହିଁ।
ଦିନେ ଶାମ୍ଶାେନ୍ ଘସା ରେ ଥିବା ଏକ ବେଶ୍ଯା ପାଖକକ୍ସ୍ଟ ଗଲେ। ସେ ତା'ର ସହିତ ରାତ୍ରିୟାପନ କରିବା ପାଇଁ ସଠାେକକ୍ସ୍ଟ ୟାଇଥିଲେ।
ଦ୍ବିତୀୟ ଦଳ ଦକ୍ଷିଣ-ପୂର୍ବ ଦିଗ ରେ ବୈଥୋରିଣ ରାସ୍ତା ରେ ଗଲେ। ତୃତୀୟ ଦଳ ପୂର୍ବଦିଗର ରାସ୍ତାର ସୀମା ସିବୋଯିମ ଉପତ୍ୟକାର ଅଞ୍ଚଳର ପଥଦଇେ ଗମନ କଲେ। ସହେି ରାସ୍ତାଟି ସିବୋଯିମ ଉପତ୍ୟକା ଦଇେ ମରକ୍ସ୍ଟଭୂମି ଆଡେ ମକ୍ସ୍ଟହଁ କରିଅଛି।
ଏହାପରେ ସଦାପ୍ରଭୁ ଇଥିଓପିଯ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ଆସା ଓ ଯିହୁଦାର ସୈନ୍ଯଦଳକୁ ବ୍ଯବହାର କଲେ। ଆଉ ଇଥିଓପିଯ ସୈନ୍ଯଦଳ ଦୌଡ଼ି ପଳାଇଗଲେ।
ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା'ର ପୂର୍ବ ସ୍ଥାନକୁ ଫରୋଇ ଦଇପୋରିବ କି ? ତୁମ୍ଭେ ସେ ସ୍ଥାନକୁ କିପରି ୟାଇପାରିବ ଜାଣିଛ କି ?
ସଦାପ୍ରଭୁ ସମୁଦ୍ର ଉପ ରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷ ରେ ୟୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ବଂସ କରିବାକୁ ଆଜ୍ଞା ଦଇେଛନ୍ତି।
ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ
ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।