ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
Cross references
ନୋବ ମଧ୍ଯ ଏପରି କହିଲେ, ଶମେ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ବରଙ୍କ ଦ୍ବାରା କିଣାନ ଶମରେ ଦାସ ହେଉ।
ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।
ତହୁଁ ବିଲିଯମ କହିଲେ,
ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।
ଶମଙ୍କେର ସନ୍ତାନଗଣ ଥିଲେ : ଏଲମ୍, ଅଶୂର, ଅର୍ଫକ୍କ୍ଷଦ, ଲୂଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ : ଊସ୍, ହୂଲ, ଗେଥର ଓ ମେଶକ୍।
ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, କଲଦୀଯମାନେ ତିନି ଦଳ ସୈନିକଙ୍କୁ ପଠାଇଛନ୍ତି ଏବଂ ଆକ୍ରମଣ କରିଛନ୍ତି ଏବଂ ଓଟମାନଙ୍କୁ ନଇେ ଗଲେ ଓ ସମସ୍ତ ଭୃତ୍ଯମାନଙ୍କୁ ଖଡ୍ଗ ରେ ହତ୍ଯା କଲେ। ମୁଁ କବଳେ ଏକମାତ୍ର ୟିଏ ଏ ବିଷଯ ରେ ଆପଣଙ୍କୁ କହିବା ପାଇଁ ରକ୍ଷା ପାଇଅଛି।
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।
ରଥା ରୋହୀ ଓ ଅଶ୍ବାରୋହୀ ସୈନ୍ଯମାନେ ତୁଣୀର ଧରି ୟୁଦ୍ଧକୁ ଗଲେ ଓ ତୀର ଢ଼ାଲ ଅନାବୃତ କଲେ।
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
ମୁଁ ମଧ୍ଯ ସିମ୍ରୀ, ଐଲମ ଓ ମାଦୀଯମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
ଯିହୁଦାର ରାଜା ସିଦିକିଯର ରାଜତ୍ବର ଆରମ୍ଭ ସମୟରେ ଏଲମ ବିଷଯ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।