Home Bibles ଆଦି ପୁସ୍ତକ 11:27 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 11:27 · ଓଡ଼ିଆ ବାଇବେଲ

ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।

Cross references

ଆଦି ପୁସ୍ତକ 11:31

ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।

ଆଦି ପୁସ୍ତକ 12:4

ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।

ଆଦି ପୁସ୍ତକ 12:5

ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।

ଆଦି ପୁସ୍ତକ 13:1

ତେଣୁ ଅବ୍ରାମ ମିଶର ପରିତ୍ଯାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷଧରି ଲୋଟ ସହିତ ନଗେଭେକୁ ୟାତ୍ରା କଲେ।

ଆଦି ପୁସ୍ତକ 14:12

ଅବ୍ରାମର ଭାତୃ ପୁତ୍ର ଲୋଟ ସଦୋମ ରେ ବାସ କରୁଥିଲା ଏବଂ ଶତୃମାନେ ତାହାକୁ ବନ୍ଦୀ କଲେ। ଏବଂ ଶତୃଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ।

ଆଦି ପୁସ୍ତକ 19:1

ସହେି ସଂଧ୍ଯା ରେ ଦୁଇଜଣ ସ୍ବର୍ଗଦୂତ ସଦୋମ ରେ ଉପସ୍ଥିତ ହେଲେ। ସହେି ସମୟରେ ଲୋଟ ନଗରଦ୍ବାର ଫାଟକ ନିକଟରେ ବସିଥିଲେ। ସେ ଯେତବେେଳେ ସ୍ବର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସମାନଙ୍କେୁ ପ୍ରଣାମ କଲେ।

ଆଦି ପୁସ୍ତକ 22:20

ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।

ଯିହୋଶୂୟ 24:2

ଏହାପରେ ୟିହୋଶୂଯ ସମସ୍ତ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଯାହା କହକ୍ସ୍ଟଛି ତାକକ୍ସ୍ଟ ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର କହିଛନ୍ତି, ତୁମ୍ଭମାନଙ୍କୁ।

ପ୍ରଥମ ବଂଶାବଳୀ 1:27

ଅବ୍ରାମଙ୍କୁ ଅବ୍ରହାମ୍ ବୋଲି କୁହାଯାଉଥିଲା।

ପିତରଙ୍କ ଦିତୀୟ ପତ୍ର 2:7

କିନ୍ତୁ ସହେି ନଗର ମଧ୍ଯରୁ ପରମେଶ୍ବର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହତେୁ ସେ ଦୁଃଖ ପାଉଥିଲେ।

Interlinear

Choose Theme