Cross references
କିନ୍ତୁ ଅବ୍ରାମ କହିଲେ, ସଦାପ୍ରଭୁ ପରମେଶ୍ବର, ମାେତେ ପୁରସ୍କାର ଦଇେ କଣ ଭଲ ହବେ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମସକରେ ମାରେ ମୁଖ୍ଯ ସବେକ ଇଲିଯଜେର ମାରେ ସମ୍ପତ୍ତି ଅଧିକାର କରିବ।
ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀଯ ଦାସୀ ଥିଲା।
ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।
ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।
ସଦାପ୍ରଭୁ ସାରାଙ୍କଠା ରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସପରେି କଲେ।
ଇସ୍ହାକଙ୍କର ସହେି ସ୍ତ୍ରୀ ବନ୍ଧ୍ଯା ହବୋରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲୋ ତିହିଁ ରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲା।
ସଦାପ୍ରଭୁ ଦେଖିଲେ ଲଯା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲୟୋକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।
ରାହେଲ ଦେଖିଲା ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା'ର ଭଊଣୀ ଲୟୋ ପ୍ରତି ଇର୍ଷାନିତ୍ବ ହେଲା। ତେଣୁ ରାହେଲ ଯାକୁବକୁ କହିଲା, ମାେତେ ପିଲା ଦିଅ ନେ ହେଲେ ମୁଁ ମରିବି।
ଏହାପରେ ସରିଯନିବାସୀ ଜଣେ ଲୋକ ଯାହାର ନାମ ଥିଲା ମା ନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବାନ୍ଧ୍ଯା। କାରଣ ସେ କୌଣସି ପିଲାକକ୍ସ୍ଟ ଜନ୍ମ ଦବୋକକ୍ସ୍ଟ ଅକ୍ଷମ ଥିଲା।
ଇଲ୍କାନାର ଦକ୍ସ୍ଟଇଟି ସ୍ତ୍ରୀ ଥିଲେ, ଜଣଙ୍କର ନାମଥିଲା ହାନ୍ନା ଓ ଅନ୍ୟ ଜଣଙ୍କର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
ଇଲ୍କାନା ମଧ୍ଯ ତା'ର ସ୍ତ୍ରୀ ହାନ୍ନାକକ୍ସ୍ଟ ତା'ର ଦକ୍ସ୍ଟଇଗକ୍ସ୍ଟଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକକ୍ସ୍ଟ ସେ ବାସ୍ତବ ରେ ପ୍ ରମେ କରୁଥିଲା। କିନ୍ତୁ ସଦାପ୍ରଭୁ ତା' କୋଳ ରେ କୌଣସି ସନ୍ତାନ ସନ୍ତତି ଦଇେ ନ ଥିଲେ।
ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
କିନ୍ତୁ ସମାନଙ୍କେର କୌଣସି ସନ୍ତାନସନ୍ତତି ନଥିଲେ। ଏଲୀଶାବେଥ ବନ୍ଧ୍ଯା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢା ବୁଢୀ ହାଇେ ଯାଇଥିଲେ।
ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ଯ ଗର୍ଭବତୀ ଅଛନ୍ତି। ବହୁତ ବୁଢୀ ହାଇଯୋଇଥିଲେ ମଧ୍ଯ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦବେେ। ସମସ୍ତେ ଭାବୁଥିଲେ ଯେ ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହବେନୋହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।