Home Bibles ଆଦି ପୁସ୍ତକ 11:9 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 11:9 · ଓଡ଼ିଆ ବାଇବେଲ

ସହେି ସ୍ଥାନର ନାମ ବାବିଲ୍ ହେଲା। ଯେ ହତେୁ ସତାପ୍ରଭୁ ସେସ୍ଥାନ ରେ ସମସ୍ତ ପୃଥିବୀର ଭାଷା ରେ ଭଦେ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।

Cross references

ଆଦି ପୁସ୍ତକ 10:5

ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!

ଆଦି ପୁସ୍ତକ 10:10

ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।

ଆଦି ପୁସ୍ତକ 10:20

ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।

ଆଦି ପୁସ୍ତକ 10:25

ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।

ଆଦି ପୁସ୍ତକ 10:31

ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।

ଯିଶାଇୟ 13:1

ପରମେଶ୍ବର ଆମାେସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀଯ ବାର୍ତ୍ତା ଦଖାଇେଲେ।

ଯିରିମିୟ 50:1

ସଦାପ୍ରଭୁ ଯିରିମିୟ ଭବିଷ୍ଯଦବକ୍ତାଙ୍କ ମାଧ୍ଯମ ରେ ବାବିଲ ବିଷଯ ରେ ଓ କଲଦୀଯମାନଙ୍କ ବିଷଯ ରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି :

ରେରିତମାନଙ୍କ କାର୍ଯ୍ୟର ବିବରଣ 17:26

ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:23

ଯଦି ସମସ୍ତ ମଣ୍ଡଳୀ ସମବତେ ହୁଅନ୍ତି ଓ ସମସ୍ତେ ଅନ୍ୟଭାଷା ରେ କଥା କହନ୍ତି, ପୁଣି ସାଧାରଣ ଓ ଅବିଶ୍ବାସୀ ଲୋକମାନେ ଆସନ୍ତି, ସମାନେେ ଯଦି ବୁଝି ନ ପାରନ୍ତି, ତାହାହେଲେ ସମାନେେ ତୁମ୍ଭକୁ ପାଗଳ କହିବେ।

Interlinear

Choose Theme