ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।
Cross references
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।
କିନ୍ତୁ ଅବ୍ରହାମ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ଅବିମଲକେ ତାଙ୍କର ସମସ୍ତ ସ୍ତ୍ରୀ ଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସମାନଙ୍କେର ସନ୍ତାନ ସନ୍ତତି ଜାତ ହେଲ।
କିନ୍ତୁ ସଦାପ୍ରଭୁ କାହାରିକୁ ସମାନଙ୍କେୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସମାନଙ୍କେୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।
ଦାଉଦ ଅରଣନ୍ଙ୍କୁ କହିଲେ, ତୁମ୍ଭର ଶସ୍ଯଦଳିବା ସ୍ଥାନକୁ ମାେତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ତବେେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହବେ।
ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।
କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।