Home Bibles ☰ Books ଆଦି ପୁସ୍ତକ 12:20 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 12:20 · ଓଡ଼ିଆ ବାଇବେଲ

ଫାରୋ ତାଙ୍କର ଲୋକମାନଙ୍କୁ ମିଶରରୁ ତଡ଼ି ଦବୋ ପାଇଁ ଅବ୍ରାମଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ଏବଂ ସମସ୍ତ ଦ୍ରବ୍ଯ ଧରି ସହେି ସ୍ଥାନ ପରିତ୍ଯାଗ କଲେ।

Cross references

ଯାତ୍ରା ପୁସ୍ତକ 18:27

ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ ବିଦାଯ ଦେଲେ ଏବଂ ଯିଥ୍ରୋସ୍ବଦେଶକୁ ଗଲେ।

ପ୍ରଥମ ଶାମୁୟେଲ 29:6

ତେଣୁ ଅଖୀଶ ଦାଉଦଙ୍କକ୍ସ୍ଟ ଡାକି କହିଲେ, ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ୟ୍ଯନ୍ତ, ତୁମ୍ଭେ ମାରେ ଅନକ୍ସ୍ଟଗତ ରହିବ। ତୁମ୍ଭେ ମାରେ ସୈନ୍ଯ ବାହୀନି ରେ ୟୋଗ ଦେଲେ ମୁ ବହକ୍ସ୍ଟତ ଖକ୍ସ୍ଟସି ହବେି। ମାେ ସହିତ ରହିବା ଦିନଠାରକ୍ସ୍ଟ ମୁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟି ରେ ତୁମ୍ଭେ ଉତ୍ତମ ନକ୍ସ୍ଟହଁ।

ଗୀତସଂହିତା 105:14

କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।

ହିତୋପଦେଶ 21:1

କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।

Interlinear

Choose Theme