Home Bibles ଆଦି ପୁସ୍ତକ 12:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 12:7 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।

Cross references

ଆଦି ପୁସ୍ତକ 8:20

ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।

ଆଦି ପୁସ୍ତକ 12:8

ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।

ଆଦି ପୁସ୍ତକ 13:4

ସହେି ସ୍ଥାନ ରେ ପୂର୍ବରୁ ଅବ୍ରାମ ଏକ ୟଜ୍ଞବଦେୀ ନିର୍ମାଣ କରିଥିଲେ। ତେଣୁ ସଠାେରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।

ଆଦି ପୁସ୍ତକ 13:15

ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।

ଆଦି ପୁସ୍ତକ 13:17

ତେଣୁ ତୁମ୍ଭମାନେେ ୟାଅ ଏବଂ ସମସ୍ତ ଦେଶ ରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦଲେି।

ଆଦି ପୁସ୍ତକ 13:18

ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରି ରେ ଆଲୋନ୍ ବୃକ୍ଷମୂଳକୁ ୟାଇ ସଠାେରେ ବାସ କଲେ। ସହେି ସ୍ଥାନ ରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ୟଜ୍ଞବଦେୀ ସ୍ଥାପନ କଲେ।

ଆଦି ପୁସ୍ତକ 15:18

ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

ଆଦି ପୁସ୍ତକ 17:1

ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।

ଆଦି ପୁସ୍ତକ 17:3

ତହିଁରେ ଅବ୍ରାମ ପରମେଶ୍ବରଙ୍କଠା ରେ ମଥାନତ କଲେ। ପରମେଶ୍ବର ତାଙ୍କୁ କହିଲେ,

ଆଦି ପୁସ୍ତକ 17:8

ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।

ଆଦି ପୁସ୍ତକ 18:1

ଏହାପରେ, ପୁନଃର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଆଲୋନ ବୃକ୍ଷ ନିକଟରେ ଦଖାଦେେଲେ। ମଧ୍ଯାନ୍ନ ସମୟରେ ଅବ୍ରହାମ ତାଙ୍କର ଦମ୍ବୁର ଦ୍ବାର ଦେଶ ରେ ବସିଥିଲେ।

ଆଦି ପୁସ୍ତକ 22:9

ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

ଆଦି ପୁସ୍ତକ 24:7

ସଦାପ୍ରଭୁ ସ୍ବର୍ଗର ପରମେଶ୍ବର ମାେତେ ମାରେ ଜନ୍ମ ସ୍ଥାନରୁ ମାେ ପିତାଙ୍କ ପରିବାର ଏଠାକୁ ଆଣିଛନ୍ତି। ସହେି ସ୍ଥାନ ମାରେପରିବାରମାନଙ୍କ ପାଇଁ ମାରେ ପିତା। କିନ୍ତୁ ସଦାପ୍ରଭୁ ପ୍ରତିଜ୍ଞା କରିଛନ୍ତି, ଏହିଭୂମି ମାରେ ପରିବାର ପାଇଁ ହବେ। ସଦାପ୍ରଭୁ ଜଣେ ତାଙ୍କ ଦୂତଙ୍କୁ ତୁମ୍ଭ ସହିତ ପଠାଇପାରନ୍ତି। ମାରେ ପୁଅ ପାଇଁ ଏକ ସ୍ତ୍ରୀ ଖାଜେି ଆଣିବା ନିମନ୍ତେ।

ଆଦି ପୁସ୍ତକ 26:3

ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଆଦି ପୁସ୍ତକ 26:25

ତେଣୁ ଇସ୍ହାକ ଏକ ୟଜ୍ଞବଦେୀ ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସଠାେରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସଠାେରେ ଏକ କୂପ ଖନନ କଲେ।

ଆଦି ପୁସ୍ତକ 28:4

ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।

ଆଦି ପୁସ୍ତକ 28:13

ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

ଆଦି ପୁସ୍ତକ 32:30

ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।

ଆଦି ପୁସ୍ତକ 33:20

ପୁଣି ଯାକୁବସସଠାଲର ପରଲମଶ୍ବରଙ୍କର ଉପାସନା ପାଇଁ ଏକ ୟଜ୍ଞବଲଦୀ ସ୍ଥାପନ କଲଲ। ଯାକୁବସସହି ସ୍ଥାନର ନାମସଦଲଲ, ଏଲ ଇଶ୍ରାଲୟଲର ପରଲମଶ୍ବର।

ଆଦି ପୁସ୍ତକ 35:7

ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।

ଆଦି ପୁସ୍ତକ 35:12

ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ। ସହେି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ଯତ ବଂଶଧରକୁ ଦବୋ।

ଆଦି ପୁସ୍ତକ 50:24

ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।

ଯାତ୍ରା ପୁସ୍ତକ 6:3

ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।

ଯାତ୍ରା ପୁସ୍ତକ 6:4

ଆମ୍ଭେ ସମାନଙ୍କେ ସହିତ ଚୁକ୍ତି କରିଥିଲୁ ଏବଂ ମୁଁ ସମାନଙ୍କେୁ କିଣାନ ଦେଶ ଦବୋପାଇଁ ସମାନଙ୍କେଠା ରେ ପ୍ରତିଜ୍ଞା କରିଥିଲି। ସମାନେେ ସଠାେରେ ବାସ କରୁଥିଲେ କିନ୍ତୁ ସେ ଦେଶ ସମାନଙ୍କେର ନଥିଲା।

ଯାତ୍ରା ପୁସ୍ତକ 17:15

ଏହାପରେ ମାଶାେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ମାଶାେ ଏହାର ନାମ ଦେଲେ, ୟି ହାବୋ-ନିଃଷି ସଦାପ୍ରଭୁ ମାରେ ଧ୍ବଜା ରଖିଲେ।

ଯାତ୍ରା ପୁସ୍ତକ 24:4

ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।

ଯାତ୍ରା ପୁସ୍ତକ 33:1

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ଯାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସମାନଙ୍କେ ଭବିଷ୍ଯତ ବଂଶଧରମାନଙ୍କୁ ଦବେି ବୋଲି।

ଗଣନା ପୁସ୍ତକ 26:53

ନାମ ସଂଖ୍ଯା ଅନୁସାରେ ସମାନଙ୍କେ ମଧିଅରେ ଅଧିକାର ପାଇଁ ଦେଶ ବିଭକ୍ତ ହବେ।

ଗଣନା ପୁସ୍ତକ 32:11

'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।

ଦିତୀୟ ବିବରଣ 1:8

ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦଇେଅଛୁ, ଏହାସବୁ ତୁମ୍ଭମାନଙ୍କର, ୟାଅ ଏବଂ ଏହାକକ୍ସ୍ଟ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ୟାଥ: ଅବ୍ରହାମ, ଇସହାକ୍ ଓ ୟାକୁବକୁ ଏହା ଦବୋ ପାଇଁ ଶପଥ କରିଥିଲକ୍ସ୍ଟ, ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ବଂଶଧରମାନଙ୍କୁ ଏହି ଦେଶମାନ ଦବୋ ପାଇଁ ଶପଥ କରିଥିଲକ୍ସ୍ଟ।'

ଦିତୀୟ ବିବରଣ 6:10

ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ।

ଦିତୀୟ ବିବରଣ 30:20

ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।

ଯିହୋଶୂୟ 1:6

ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।

ଯିହୋଶୂୟ 8:30

ଏହାପରେ ଯିହାଶୂେୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେି ନିର୍ମାଣ କଲେ।

ଯିହୋଶୂୟ 22:10

ରକ୍ସ୍ଟବନ୍େ ଗାଦ ଏବଂ ମନଃଶିର ପରିବାର ଲୋକମାନେ ଗିଲିଯଦକକ୍ସ୍ଟ ଫରେିଗଲେ। ସେ ସ୍ଥାନଟି ୟର୍ଦ୍ଦନ ନଦୀ ନିକଟବର୍ତ୍ତୀ ଥିଲା କିଣାନୀଯ ଦେଶ ଅନ୍ତର୍ଗତ। ସହେି ସ୍ଥାନ ରେ ସମାନେେ ଏକ ସକ୍ସ୍ଟନ୍ଦରବତ ୟଜ୍ଞବଦେୀ ସ୍ଥାପନ କଲେ।

ବିଚାରକର୍ତାମାନଙ୍କ ବିବରଣ 6:24

ତେଣୁ ଗିଦ୍ଦିୟୋନ ସଦାପ୍ରଭୁଙ୍କର ଉପାସନା ସ୍ଥାନ ନିକଟରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ସେ ସହେି ସ୍ଥାନର ନାମ ଦେଲେ, ସଦାପ୍ରଭୁ ମଙ୍ଗଳ ସ୍ବରୂପ। ସହେି ୟଜ୍ଞବଦେୀ ଏବେ ବି ଆଫ୍ରା ରେ ଅଛି। ଯେଉଁଠା ରେ ଅବୀଯେଷ୍ରୀଯମାନେ ବାସ କରୁଥିଲେ, ଆଫ୍ର ହେଉଛି ସହେି ସ୍ଥାନ।

ପ୍ରଥମ ଶାମୁୟେଲ 7:17

ଶାମକ୍ସ୍ଟଯଲେ ଘର ରାମା, ତେଣୁ ସେ ସଠାେକକ୍ସ୍ଟ ଫରେି ଆସକ୍ସ୍ଟଥିଲେ। ସେ ରାମାଠାରକ୍ସ୍ଟ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରୁଥିଲେ ଓ ସଠାେରକ୍ସ୍ଟ ଶାସନ କରୁଥିଲେ। ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଇଁ ରାମା ରେ ୟଜ୍ଞବଦେୀ ନିର୍ମାଣ କରିଥିଲେ।

ଦିତୀୟ ଶାମୁୟେଲ 24:25

ପକ୍ସ୍ଟଣି ଦାଉଦ ସହେି ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ହାମବେଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନବୈେଦ୍ଯ ଉତ୍ସର୍ଗ କଲେ।

ପ୍ରଥମ ରାଜାବଳୀ 18:32

ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍‌ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।

ପ୍ରଥମ ବଂଶାବଳୀ 16:16

ସଦାପ୍ରଭୁ ଅବ୍ରହାମଙ୍କ ସହିତ ଯେଉଁ ପାରମ୍ପାରିକ ନିଯମ କରିଅଛନ୍ତି ଏବଂ ଇସହାକ୍ଙ୍କ ସହିତ ସେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତାହା ସ୍ମରଣ କର।

Interlinear

Choose Theme