ଅବ୍ରାମ କିଣାନୀଯଙ୍କ ଦେଶ ରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀ ରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣୀକୁ ନଇଗେଲେ।
Cross references
ଅବ୍ରାମର ଭାତୃ ପୁତ୍ର ଲୋଟ ସଦୋମ ରେ ବାସ କରୁଥିଲା ଏବଂ ଶତୃମାନେ ତାହାକୁ ବନ୍ଦୀ କଲେ। ଏବଂ ଶତୃଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ।
ସହେି ସଂଧ୍ଯା ରେ ଦୁଇଜଣ ସ୍ବର୍ଗଦୂତ ସଦୋମ ରେ ଉପସ୍ଥିତ ହେଲେ। ସହେି ସମୟରେ ଲୋଟ ନଗରଦ୍ବାର ଫାଟକ ନିକଟରେ ବସିଥିଲେ। ସେ ଯେତବେେଳେ ସ୍ବର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସମାନଙ୍କେୁ ପ୍ରଣାମ କଲେ।
ସହେି ନଗରଗୁଡ଼ିକୁ, ସମୁଦାଯ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ବଂସ ହାଇଗେଲା।
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।
ମୁଁ ସହେି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସହେି ଦୁଷ୍ଟମାନଙ୍କ ସଙ୍ଗରେ କବେେ ହେଲେ ହାତ ମିଳାଏ ନାହିଁ।
ମୂର୍ଖଙ୍କ ଭଳି ଆଚରଣ କର ନାହିଁ। ମନ୍ଦ ସଙ୍ଗୀମାନେ ଭଲ ଅଭ୍ଯାସଗୁଡ଼ିକୁ ନଷ୍ଟ କରି ଦବେେ।
କିନ୍ତୁ ସହେି ନଗର ମଧ୍ଯରୁ ପରମେଶ୍ବର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହତେୁ ସେ ଦୁଃଖ ପାଉଥିଲେ।