Home Bibles ଆଦି ପୁସ୍ତକ 13:9 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 13:9 · ଓଡ଼ିଆ ବାଇବେଲ

ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚ଼ିତ୍। ତୁମ୍ଭର ଇଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ୟିବ ତବେେ ମୁଁ ଦକ୍ଷିଣକୁ ୟିବି। ତୁମ୍ଭେ ଯଦି ଦକ୍ଷିଣକୁ ୟିବ ତବେେ ମୁଁ ଉତ୍ତରକୁ ୟିବି।

Cross references

ଆଦି ପୁସ୍ତକ 20:15

ଏବଂ ଅବିମଲକେ କହିଲେ, ତୁମ୍ଭ ଚତୁପାଶର୍ବକୁ ଚାହଁ ଏହା ମାରେଭୂମି, ତୁମ୍ଭେ ଯେଉଁଠା ରେ ଚାହଁ ସଠାେରେ ରହିପାର।

ଆଦି ପୁସ୍ତକ 34:10

ତୁମ୍ଭମାନେେ ଆମ୍ଭମାନଙ୍କ ସହିତ ଏହି ଦେଶ ରେ ବାସ କରିବ, ବାଣଜ୍ଯ କରିବ ଓ ଭୂମି ଗ୍ରହଣ କରିପାରିବ।

ଗୀତସଂହିତା 120:7

ମୁଁ କହିଲି, ମୁଁ ଶାନ୍ତି ଚା ହେଁ, କିନ୍ତୁ ସମାନେେ ୟୁଦ୍ଧ ଚାହାଁନ୍ତି।

ରୋମୀୟଙ୍କ ପ୍ରତି ପତ୍ର 12:18

ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:7

ତୁମ୍ଭମାନଙ୍କ ଭିତ ରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭମାନେେ ପରାଜିତ ହାଇେ ସାରିଛ। ତା' ଅପେକ୍ଷା ଅନ୍ୟ କହେି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଥିଲେ ଭଲ ହାଇେଥାନ୍ତା।

ଏବ୍ରୀ 12:14

ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।

ଯାକୁବଙ୍କ ପତ୍ 3:13

ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।

ପିତରଙ୍କ ପ୍ରଥମ ପତ୍ 3:8

ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

Interlinear

Choose Theme