ଏଥିପାଇଁ ସମାନେେ ସଦୋମ ଓ ହ ମାରୋର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ ଲୁଟିନଇେ ପଳାଇଗଲେ।
Cross references
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।
ଏହାପରେ ସେ ତାଙ୍କର ଭାତୃ ପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ଯଗଣଙ୍କୁ ବାହୁଡ଼ାଇ ଆଣିଲେ।
ଏହାପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ଯସକଳ ଆମ୍ଭକୁ ଦିଅ।
ଲୋକମାନେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ତୁମ୍ଭର ଗୋବତ୍ସାମାନଙ୍କୁ ବଧ କରିବେ। କିନ୍ତୁ ତୁମ୍ଭେ ତା'ର ମାଂସ ଖାଇ ପାରିବ ନାହିଁ। ଲୋକମାନେ ତୁମ୍ଭର ଗଧମାନ ନଇେ ଯିବେ। ସମାନେେ ତାହା ତୁମ୍ଭକୁ ଫରୋଇବେ ନାହିଁ। ତୁମ୍ଭର ଶତୃମାନେ ତୁମ୍ଭର ମଷେମାନଙ୍କୁ ନଇେଯିବେ କିନ୍ତୁ ଉଦ୍ଧାର କରିବାକୁ କହେି ନଥିବେ।
ସଦାପ୍ରଭୁ ତୁମ୍ଭର ଜନକ୍ସ୍ଟ ଓ ଜଙ୍ଘ ଓ ତଳିପାରକ୍ସ୍ଟ ମସ୍ତକ ୟାଏ ବ୍ଯଥାଦାଯୀ ବଥଦ୍ବାରା ତୁମ୍ଭକୁ ଆଘାତ କରିବେ। ତହିଁରକ୍ସ୍ଟ ତୁମ୍ଭେ ସକ୍ସ୍ଟସ୍ଥ ହାଇେ ପାରିବ ନାହିଁ।
ସମାନେେ ତୁମ୍ଭର ପଶକ୍ସ୍ଟ ଓ ବଢିଥିବା ଶସ୍ଯ ନଇେଯିବେ। ତୁମ୍ଭମାନଙ୍କୁ ଧ୍ବଂସ କରିବା ପର୍ୟ୍ଯନ୍ତ ସମାନେେ ସମସ୍ତ ଦ୍ରବ୍ଯ ନଇେଯିବେ। ସମାନେେ ତୁମ୍ଭମାନଙ୍କ ପାଇଁ କୌଣସି ଶସ୍ଯ ରଖିବେ ନାହିଁ। ମଦ, ତଲେ, ଗାଈ, ମଷେ କିଅବା ଛଳେି ଅବଶିଷ୍ଟ କିଛି ରଖିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ତଳିତଳାନ୍ତ କରିବା ପର୍ୟ୍ଯନ୍ତ ସମସ୍ତ ଦ୍ରବ୍ଯ ସମାନେେ ନଇେଯିବେ।