ସହେି ରାତ୍ରି ରେ ସିଏ ଓ ତାଙ୍କର ସୈନ୍ଯମାନେ ସମସ୍ତେ ମିଶି ତାଙ୍କର ଶତୃମାନଙ୍କ ବିରୁଦ୍ଧ ରେ ଅତର୍କିତ ଆକ୍ରମଣ କଲେ। ସମାନେେ ତାଙ୍କୁ ପରାସ୍ତ କରି ତାଙ୍କୁ ଗୋଡ଼ଇେ ଗୋଡ଼ଇେ ଦମ୍ମସକରେ ଉତ୍ତର ସ୍ଥିତ ହାବୋ ପର୍ୟ୍ଯନ୍ତ ଗୋଡ଼ାଇଲେ।
Cross references
ଏହାର ବ୍ଯବସ୍ଥା ଏହିପରି ହବେ ଯେ କହେି ୟିଏ କି ଆପଣା ପ୍ରତିବେଶୀକକ୍ସ୍ଟ କରଜ ଦଇେଛି ତାହା ସେ ଛାଡ କରିଦବେ। ସେ ତା'ର ପଡ଼ୋଶୀଙ୍କକ୍ସ୍ଟ ଋଣ ପରିଶାଧେ ନିମନ୍ତେ ପଗ୍ଭରିବା ଉଚିତ୍ ନକ୍ସ୍ଟହଁ। କାରଣ ସଦାପ୍ରଭୁ ବ୍ଯବସ୍ଥା ଅନକ୍ସ୍ଟୟାଯୀ ସେ ଏହାକକ୍ସ୍ଟ ଋଣ ଛାଡର ବର୍ଷ ଘାଷେଣା କରିଛନ୍ତି।
ତେଣୁ ଆସା ସଦାପ୍ରଭୁଙ୍କ ମନ୍ଦିରର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସମସ୍ତ ସୁନା ଓ ରୂପା ନଇେ ଆପଣା ଦାସମାନଙ୍କ ହସ୍ତ ରେ ସମର୍ପଣ କଲେ। ସେ ହିଷିଯୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନହଦଦ୍ ନାମକ ଦମ୍ମେଶକ-ନିବାସୀ ଅରାମୀଯ ରାଜା ନିକଟକୁ ସମାନଙ୍କେୁ ପଠାଇ ଏହି କଥା କହିଲେ।
ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେ ଧର୍ମ ରେ ଯାହାକୁ ନିଜ ଚରଣ ନିକଟକୁ ଡ଼ାକନ୍ତି ଏପରି ଏକ ବ୍ଯକ୍ତି ଯକେି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖ ରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପ ରେ ତାହାକୁ କତ୍ତୃର୍ତ୍ବ କରାନ୍ତି। ସେ ଖଡ୍ଗଦ୍ବାରା ସହେି ଦେଶ ସମୂହକୁ ଧୂଳି ତୁଲ୍ଯ କରନ୍ତି ଓ ଧନୁ ସାହାୟ୍ଯ ରେ କୁଟାପରି ଉଡ଼ାଇ ଦିଅନ୍ତି।
ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।