Home Bibles ☰ Books ଆଦି ପୁସ୍ତକ 14:21 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 14:21 · ଓଡ଼ିଆ ବାଇବେଲ

ଏହାପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ଯସକଳ ଆମ୍ଭକୁ ଦିଅ।

Cross references

ଆଦି ପୁସ୍ତକ 12:5

ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।

ଆଦି ପୁସ୍ତକ 14:11

ଏଥିପାଇଁ ସମାନେେ ସଦୋମ ଓ ହ ମାରୋର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ ଲୁଟିନଇେ ପଳାଇଗଲେ।

ଆଦି ପୁସ୍ତକ 47:24

ତହିଁରୁ ଯାହା ଉତ୍ପନ୍ନ ହବେ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦବେ। ପୁଣୁ ଅନ୍ୟ ଚାରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।

Interlinear

Choose Theme