Home Bibles ଆଦି ପୁସ୍ତକ 14:24 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 14:24 · ଓଡ଼ିଆ ବାଇବେଲ

କବଳେ ମାରେ ୟୁବକମାନେ ଯାହା ଭୋଜନ କରି ଅଛନ୍ତି ତାହା ନବେି। ପୁଣି ମାହେର ଯେଉଁ ସହାୟକଗଣ ସଙ୍ଗ ରେ ୟାଇଥିଲେ ସମାନେେ ଅର୍ଥାତ୍ ଆନରେ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ଯ ଗ୍ରହଣ କରନ୍ତୁ।

Cross references

ଆଦି ପୁସ୍ତକ 14:13

ସେତବେେଳେ ଜଣେ ପଳାତକ ଏବ୍ରୀଯ ଅବ୍ରାମଙ୍କୁ ସମାଚ଼ାର ଦଲୋ। ସହେି ସମୟରେ ଅବ୍ରାମ ଇଷ୍କୋଲର ଓ ଆନରରେ ଭ୍ରାତା ଇ ମାରେୀଯ ମମ୍ରିର ଆଲୋନ ବୃକ୍ଷମୂଳେ ବାସ କରୁଥିଲେ। ସମାନେେ ମଧ୍ଯ ଅବ୍ରାମଙ୍କର ସହାୟ ଥିଲେ।

ହିତୋପଦେଶ 3:27

ଯେତବେେଳେ ତୁମ୍ଭେ ପାରିବ, ସେତବେେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।

ମାଥିଉଲିଖିତ ସୁସମାଚାର 7:12

ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଚାହୁଁଛ, ତୁମ୍ଭେ ନିଜେ ସମାନଙ୍କେ ପାଇଁ ସହେିଭଳି କର। ଏହା ହିଁ ମାଶାଙ୍କେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।

ରୋମୀୟଙ୍କ ପ୍ରତି ପତ୍ର 13:7

ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:14

ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:18

କାରଣ ଶାସ୍ତ୍ର କୁ ହେ : ଯେତବେେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତବେେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ଯ ଖାଇବା ପାଇଁ ଅଟକାଅ ନାହିଁ।294 ଶାସ୍ତ୍ର ଏପରି ମଧ୍ଯ କୁ ହେ : ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ।295

Interlinear

Choose Theme