Home Bibles ଆଦି ପୁସ୍ତକ 14:6 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 14:6 · ଓଡ଼ିଆ ବାଇବେଲ

ପ୍ରାନ୍ତର ନିକଟସ୍ଥ ଏଲ୍ପାରଣ ପର୍ୟ୍ଯନ୍ତ ସଯେୀର ପର୍ବତ ନିବାସୀ ହୋରୀଯ ଲୋକମାନଙ୍କୁ ଜଯ କଲେ।

Cross references

ଆଦି ପୁସ୍ତକ 16:7

ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସହେି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖ ରେ ଥିଲା।

ଆଦି ପୁସ୍ତକ 21:21

ତାଙ୍କର ମା ତାଙ୍କ ପାଇଁ ଏକ ସ୍ତ୍ରୀ ମିଶର ରେ ଠିକ୍ କଲେ। ସମାନେେ ପାରଣ ନାମକ ମରୁଭୂମିରେ ବାସ କଲେ।

ଆଦି ପୁସ୍ତକ 36:8

ଏଷୌ ମଧ୍ଯ ଇଦୋମ ନାମ ରେ ଡ଼କା ଯାଉଥିଲା। ଏବଂ ଏହିନାମ ସଯେୀର ରେ ରହିଲା।

ଆଦି ପୁସ୍ତକ 36:20

ସଯେୀର ଜଣେ ହୋରୀଯ ଇଦୋମ ରେ ଦେଶ ରେ ବାସ କରୁଥିଲେ। ଏଷୌ ପୂର୍ବରୁ ସହେି ସଯେୀର ପୁତ୍ରମାନେ ହେଲେ, ଲୋଟନ୍, ଶୋବଲ, ସିବିଯୋନ, ଅନା।

ଗଣନା ପୁସ୍ତକ 10:12

ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।

ଗଣନା ପୁସ୍ତକ 12:16

ତା'ପରେ ଲୋକମାନେ ହତ୍ ସରେୋତଠାରୁ ୟାତ୍ରାକରି ପାରଣ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।

ଗଣନା ପୁସ୍ତକ 13:3

ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପାରଣ ମରୁଭୂମି ପ୍ରାନ୍ତରରୁ ସମାନଙ୍କେୁ ପଠାଇଲେ। ସହେି ଲୋକମାନେ ଇଶ୍ରାୟେଲର ଲୋକମାନଙ୍କର ନତେୃବର୍ଗ ଥିଲେ।

ଦିତୀୟ ବିବରଣ 2:12

ହୋରୀଯ ଲୋକମାନେ ସଠାେରେ ପୂର୍ବେ ବାସ କରୁଥିଲେ। ମାତ୍ର ଏଷୌର ସନ୍ତାନଗଣ ସମାନଙ୍କେୁ ସଠାେରକ୍ସ୍ଟ ତଡି ଦେଲେ। ସମାନଙ୍କେୁ ବିନାଶ କଲେ ଓ ସମାନଙ୍କେ ସ୍ଥାନ ରେ ବାସ କଲେ। ଯେପରି ଇଶ୍ରାୟେଲ ସଦାପ୍ରଭୁ ଦତ୍ତ ଆପଣା ଅଧିକାର ଭୂମିରେ କଲେ।

ଦିତୀୟ ବିବରଣ 2:22

ପରମେଶ୍ବର ସଯେୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସହେିପରି କରିଥିଲେ। ଅର୍ଥାତ୍ ସମାନଙ୍କେ ସମ୍ମକ୍ସ୍ଟଖରକ୍ସ୍ଟ ହୋରୀଯମାନଙ୍କୁ ବିନଷ୍ଟ କଲେ। ତହିଁରେ ସମାନେେ ସମାନଙ୍କେୁ ଅଧିକାରଚକ୍ସ୍ଟ୍ଯତ କରି ଆଜି ପର୍ୟ୍ଯନ୍ତ ସହେିଠା ରେ ବାସ କରୁଛନ୍ତି।

ପ୍ରଥମ ରାଜାବଳୀ 11:18

ସମାନେେ ମିଦିଯନରୁ ଉଠି ପାରଣକୁ ଆସିଲେ। ପାରଣରୁ କେତକେ ଲୋକଙ୍କ ସହିତ ମିଶରକୁ ୟାଇ ମିଶରର ରାଜା ଫାରୋଙ୍କୁ ସାହାୟ୍ଯ ଭିକ୍ଷା କଲେ। ଫାରୋ ତାଙ୍କୁ ସମର୍ଥନ କରି ତାଙ୍କୁ ଗୋଟିଏ ଗୃହ ଓ କିଛି ଜମି ଦେଲେ। ତାଙ୍କୁ ସେ ଖାଦ୍ୟସାମଗ୍ରୀ ଯୋଗାଇଲେ।

ପ୍ରଥମ ବଂଶାବଳୀ 1:38

ସଯେୀରର ପୁତ୍ରମାନେ ଥିଲେ : ଲୋଟନ୍, ଶାେବଲ୍, ସିବିଯୋନ୍, ଅନା, ଦିଶୋନ୍, ଏତସର ଓ ଦୀଶନ୍।

ହବକକୂକ 3:3

ପରମେଶ୍ବର ତୈମନରୁ ଆସୁଛନ୍ତି। ସହେି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ବର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।

Interlinear

Choose Theme