ସହେି ସମୟରେ ସଦୋମର ରାଜା, ହ ମାରେର ରାଜା, ଅଦ୍ମାର ରାଜା, ସବୋଯିମର ରାଜା ଓ ବଲାର ଅର୍ଥାତ୍ ସୋଯ ରେ ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ଯଗଣ ଏକତ୍ରିତ ହେଲେ। ସମାନେେ ସୀଦ୍ଦୀମ ଉପତ୍ୟକାକୁ ୟୁଦ୍ଧ କରିବାକୁ ଗଲେ।
Cross references
ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।
ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହ ମାରେର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋଯିମର ରାଜା ଶିମବରେ ଓ ବିଲାର, ସୋଯରର ରାଜାଙ୍କ ସହିତ ୟୁଦ୍ଧ କଲେ।
ସହେି ସୀଦ୍ଦୀମ ପଦା ରେ ମାଟିଆତୈଳର ଅନକେ ଗାତ ଥିଲା ଏବଂ ସଦୋମର ରାଜା ଓ ଗ ମାରୋର ରାଜା ପଳାଯନ କଲେ ଓ ସଠାେରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ଯମାନେ ପର୍ବତକୁ ପଳାଇ ଗଲେ।
ଦେଖ ଏହି ସ୍ଥାନ ନିକଟରେ ଏକ େଛାଟ ସହର ଅଛି। ତୁମ୍ଭେ ମାେତେ ସହେି ସ୍ଥାନକୁ ଦୌଡ଼ି ୟିବାକୁ ଅନୁମତି ଦିଅ। ମୁଁ ସଠାେରେ ନିରାପଦ ରେ ବାସ କରି ପାରିବି। ତାହା ଗୋଟିଏ େଛାଟ ସହର ମାତ୍ର।
କିନ୍ତୁ ଶିଘ୍ର ସଠାେକୁ ଦୌଡ଼ିୟାଅ। କାରଣ ଯେ ପର୍ୟ୍ଯନ୍ତ ତୁମ୍ଭମାନେେ ନିରାପଦ ରେ ନ ପହଁଞ୍ଚିଛ, ମୁଁ ସଦୋମକୁ ଧ୍ବଂସ କରିପାରିବି ନାହିଁ। ସହେି ସହରର ନାମ ଥିଲା ସୋଯର କାରଣ ଏହା ଅତି କ୍ଷୁଦ୍ର ଥିଲା।