Home Bibles ☰ Books ଆଦି ପୁସ୍ତକ 15:14 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 15:14 · ଓଡ଼ିଆ ବାଇବେଲ

କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।

Cross references

ଆଦି ପୁସ୍ତକ 46:1

ତେଣୁ ଇଶ୍ରାୟେଲ ମିଶରକୁ ୟାତ୍ରା କଲେ। ପ୍ରଥମେ ଇଶ୍ରାୟେଲ ବରେଶବୋକୁ ଗଲେ। ସଠାେରେ ସେ ପରମେଶ୍ବରଙ୍କ ଉପାସନା କଲେ। ତାଙ୍କର ପିତା ଇସ୍ହାକଙ୍କ ପରମେଶ୍ବରଙ୍କୁ। ଏବଂ ସେ ସଠାେରେ ହାମବେଳି ଦେଲେ।

ଆଦି ପୁସ୍ତକ 48:21

ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।

ଆଦି ପୁସ୍ତକ 50:24

ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।

ଯାତ୍ରା ପୁସ୍ତକ 3:21

ଆଉ ଆମ୍ଭେ ମିଶରୀଯ ଲୋକମାନଙ୍କ ସାକ୍ଷାତ ରେ ଏହି ଲୋକମାନଙ୍କୁ ଅନୁଗ୍ରହ ପାତ୍ର କରିବି, ତହିଁରେ ତୁମ୍ଭମାନଙ୍କର ୟାତ୍ରା ସମୟରେ ସମାନେେ ତୁମ୍ଭମାନଙ୍କୁ ଉପହାରମାନ ଦବେେ।

ଯାତ୍ରା ପୁସ୍ତକ 3:22

ସମସ୍ତ ଇଶ୍ରାୟେଲୀୟ ସ୍ତ୍ରୀ ଆପଣା ପ୍ରତିବେଶୀନୀ ଓ ଆପଣା ଗୃହପ୍ରବାସୀନୀ ସ୍ତ୍ରୀ ନିକଟରୁ ରେ ୗପ୍ୟ, ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନଇୟିବେ, ପୁଣି ତାହା ତୁମ୍ଭମାନେେ ଆପଣା ପୁତ୍ର କନ୍ଯାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭମାନେେ ମିଶରୀଯ ଲୋକମାନଙ୍କ ଦ୍ରବ୍ଯ ହରଣ କରିବ।

ଯାତ୍ରା ପୁସ୍ତକ 6:5

ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କର ଆର୍ତ୍ତଚିତ୍କାର ମୁଁ ଶୁଣିଅଛି। ମୁଁ ଦେଖିଛି ମିଶରବାସୀମାନେ କିପରି ସମାନଙ୍କେୁ କ୍ରୀତଦାସ କରି ଅଛନ୍ତି। ଏବଂ ମୁଁ ମାରଚେୁକ୍ତି ମନେ ରଖିଅଛି।

ଯାତ୍ରା ପୁସ୍ତକ 7:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।

ଯାତ୍ରା ପୁସ୍ତକ 12:29

ମଧ୍ଯରାତ୍ର ରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ।

ଯାତ୍ରା ପୁସ୍ତକ 12:32

ତୁମ୍ଭେ ତୁମ୍ଭର ମଷେ, ଗାଈ ଗୋରୁ ସମସ୍ତ ନଇେ ୟାଅ ଏବଂ ମାେତେ ଆଶୀର୍ବାଦ କର।

ଦିତୀୟ ବିବରଣ 4:20

କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲକ୍ସ୍ଟହା ତରଳା ଯାଉଥିବା ଚକ୍ସ୍ଟଲ୍ଲାରକ୍ସ୍ଟ କାଢି ଆଣିବା ତକ୍ସ୍ଟଲ୍ଯ, ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ଯବାନ ଲୋକ ହବୋ ପାଇଁ ଆଣିଛନ୍ତି, ତୁମ୍ଭମାନେେ ଯେପରି ଆଜି ହାଇେଛ।

ଦିତୀୟ ବିବରଣ 6:22

ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତ ରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଲେଶଦାୟକ ଚିହ୍ନ ଓ ଆଶ୍ଚର୍ୟ୍ଯକ୍ରିଯା ଦଖାଇେଲେ।

ଦିତୀୟ ବିବରଣ 7:18

ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।

ଦିତୀୟ ବିବରଣ 11:2

ଆଜି ମନରେଖ ତକ୍ସ୍ଟମ୍ଭଙ୍କକ୍ସ୍ଟ ଶିକ୍ଷା ଦବୋ ପାଇଁ ତୁମ୍ଭର ସଦାପ୍ରଭୁ ପରମେଶ୍ବର ଯେଉଁସବୁ ଆଶ୍ଚର୍ୟ୍ଯଜନକ କର୍ମ କରିଛନ୍ତି। ସେ ହେଉଛି ତୁମ୍ଭେ ଏବଂ ତୁମ୍ଭର ପିଲାମାନେ ନକ୍ସ୍ଟହଁନ୍ତି ସହେି ସମସ୍ତ ବିଷଯ ଘଟିବାର ଦେଖିଲ ଏବଂ ତା ମାଧ୍ଯମ ରେ ବଞ୍ଚିଲ। ତୁମ୍ଭେ ଦେଖିଛ ସେ କେତେ ଶକ୍ତିଶାଳୀ ଏବଂ ଆଶ୍ଚର୍ୟ୍ଯ କର୍ମ ସେ କରନ୍ତି।

ଯିହୋଶୂୟ 24:4

ଏବଂ ଇସ୍ହାକକକ୍ସ୍ଟ ଦକ୍ସ୍ଟଇଟି ପକ୍ସ୍ଟତ୍ର ଦଲେି, ସମାନେେ ହେଲେ, ୟାକକ୍ସ୍ଟବ ଓ ଏଷୌ। ଏବଂ ଏଷୌକକ୍ସ୍ଟ ସଯେୀର ପର୍ବତ ଓ ତା'ର ପାଶର୍‌ବବର୍ତ୍ତୀ ଭୂମି ଦଲେି। ୟାକକ୍ସ୍ଟବ ଏବଂ ତାଙ୍କର ସନ୍ତାନମାନେ ସଠାେରେ ବାସ କଲେ ନାହିଁ। ସମାନେେ ବାସ କରିବାକୁ ମିଶରକକ୍ସ୍ଟ ପଳାଇ ଗଲେ।

ଯିହୋଶୂୟ 24:17

ଆମ୍ଭମାନେେ ଜାଣକ୍ସ୍ଟ ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରକ୍ସ୍ଟ ଆଣିଥିଲେ। ଆମ୍ଭମାନେେ ସଠାେରେ କ୍ରିତଦାସ ଥିଲକ୍ସ୍ଟ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗ ରେ ସଠାେରେ ଏକ ଅଦ୍ଭକ୍ସ୍ଟତ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କୁ ସେ ଦେଶରକ୍ସ୍ଟ ଆଣିଛନ୍ତି ଓ ଆମ୍ଭମାନେେ ଯେତବେେଳେ ଅନ୍ୟ ଦେଶକକ୍ସ୍ଟ ଗଲକ୍ସ୍ଟ, ଆମ୍ଭକକ୍ସ୍ଟ ବିପଦରକ୍ସ୍ଟ ସକ୍ସ୍ଟରକ୍ଷା ପ୍ରଦାନ କରିଛନ୍ତି।

Interlinear

Choose Theme