ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।
Cross references
କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।
ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।
ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।
ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।
ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।
ଆଜି ଆବୀବ୍ ମାସ ରେ ଏହି ଦିନ ରେ ବାହାର ହେଲେ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦଲୋପରେ ତୁମ୍ଭେ ଏପରି କକ୍ସ୍ଟହନାହିଁ ଯେ, 'ଆମ୍ଭମାନଙ୍କର ଧାର୍ମୀକତା ୟୋଗକ୍ସ୍ଟଁ ସଦାପ୍ରଭୁ ଆମ୍ଭକକ୍ସ୍ଟ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।' ଯେ ହତେକ୍ସ୍ଟ ସହେି ଗୋଷ୍ଠୀଯ ଲୋକମାନଙ୍କ ଦକ୍ସ୍ଟଷ୍ଟତା ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।
ତୁମ୍ଭେ ଆପଣା ଧାର୍ମୀକତା ଅବା ହୃଦଯର ସରଳତା ହତେକ୍ସ୍ଟରକ୍ସ୍ଟ ସମାନଙ୍କେ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନକ୍ସ୍ଟ ହେଁ, ମାତ୍ର ଏହି ଗୋଷ୍ଠୀଯ ଲୋକମାନଙ୍କ ଦୃଷ୍ଟତାପାଇଁ ଆଉ ତୁମ୍ଭମାନଙ୍କର ପୁର୍ବପୁରୁଷ ଅବ୍ରହାମଙ୍କକ୍ସ୍ଟ, ଇସହାକ୍ ଓ ୟାକକ୍ସ୍ଟବଙ୍କକ୍ସ୍ଟ ଶପଥପୂର୍ବକ ଯେଉଁ ବାକ୍ଯ କହିଥିଲେ, ତାହା ସଫଳ କରିବାପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।
ଆହାବ୍ ପ୍ରତିମାଗଣଙ୍କୁ ଉପାସନା କରି ଇ ମାରେୀଯମାନଙ୍କ ପରି ଅତିଶଯ ପାପ କଲେ। ତେଣୁ ସଦାପ୍ରଭୁ ସମାନଙ୍କେର ସମସ୍ତ ଭୂମି ନଇେ ଇଶ୍ରାୟେଲୀୟମାନଙ୍କୁ ଦଇେ ଦେଲେ।
ପରମେଶ୍ବର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନେେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
ଯେତବେେଳେ ସହେି ରାଜ୍ଯଗୁଡିକର ଶଷେ ସମୟ ଆସିବ ସେତବେେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହବେେ। ଆଉ ସେ ରାଜା ଅତି କୌଶଳୀ ହବେେ ମାତ୍ର ସେତବେେଳେ ବହୁ ପାପୀଷ୍ଠ ବ୍ଯକ୍ତି ଜନ୍ମ ନଇେଥିବେ।
ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ବାହାରକୁ ଆସିଲେ। ମାେତେ କହିଲେ, ଦେଖ, କ'ଣ ଆସୁଥିବାର ଦେଖୁଛ?
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।
ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।