Home Bibles ଆଦି ପୁସ୍ତକ 15:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 15:7 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ମୁଁ ସହେି ସଦାପ୍ରଭୁ, ୟିଏ ତୁମ୍ଭମାନଙ୍କୁ କଲଦୀଯମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦବୋପାଇଁ ବାହାର କରି ଆଣିଲି।

Cross references

ଆଦି ପୁସ୍ତକ 11:28

ହାରୋଣ ଆପଣା ପିତା ତରହରେ ସାକ୍ଷା ସାକ୍ଷାତ ରେ କଲଦୀଯମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶ ରେ ମଲା।

ଆଦି ପୁସ୍ତକ 11:31

ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।

ଆଦି ପୁସ୍ତକ 12:1

ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।

ଆଦି ପୁସ୍ତକ 12:7

ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।

ଆଦି ପୁସ୍ତକ 13:15

ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।

ଯାତ୍ରା ପୁସ୍ତକ 32:13

ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'

ଗଣନା ପୁସ୍ତକ 33:53

ପୁଣି ତୁମ୍ଭମାନେେ ସହେି ଦେଶ ଅଧିକାର କରି ତହିଁ ମଧିଅରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସହେି ଦେଶ ଦଇେଅଛୁ।

ଦିତୀୟ ବିବରଣ 3:18

ସହେି ସମୟରେ ମୁ ସହେି ଗୋଷ୍ଠୀଯମାନଙ୍କୁ ନିର୍ଦ୍ଦେଶ ଦଇେ କହିଲି: 'ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ୟର୍ଦ୍ଦନ କୂଳସ୍ଥ ଦେଶ ଦଇେଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କେ ମଧ୍ଯରକ୍ସ୍ଟ ବୀର ଗୋଷ୍ଠୀଯମାନେ ସୂସଜ୍ଜ ହାଇେ ତୁମ୍ଭମାନଙ୍କ ଭାଇମାନଙ୍କର ଇଶ୍ରାୟେଲ-ସନ୍ତାନମାନଙ୍କ ସମ୍ମିଖ ରେ ପାର ହାଇଯେିବେ।

ନିହିମିୟା 9:7

ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ବର ଅଟ। ତୁମ୍ଭେ ହିଁ ଅବ୍ରାହାମଙ୍କୁ ମନୋନୀତ କଲ। ବାବିଲୋନିଆର ଊର୍ ଦେଶରୁ ତାଙ୍କୁ ବାହାର କରିଆଣି ଅବ୍ରହାମ ନାମ ଦଲେ।

ଗୀତସଂହିତା 105:11

ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦବୋ ଏବଂ ସହେି ଭୂମି ତୁମ୍ଭର ହବେ।

ଗୀତସଂହିତା 105:42

ପରମେଶ୍ବର ଆପଣା ପବିତ୍ର ବାକ୍ଯ ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।

ଗୀତସଂହିତା 105:44

ଏହାପରେ ପରମେଶ୍ବର ତାଙ୍କର ଗୋଷ୍ଠୀଯବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ବରଙ୍କର ଲୋକମାନେ ସମସ୍ତ ଦ୍ରବ୍ଯ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:2

ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,

ରୋମୀୟଙ୍କ ପ୍ରତି ପତ୍ର 4:13

ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।

Interlinear

Choose Theme