Home Bibles ଆଦି ପୁସ୍ତକ 17:23 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 17:23 · ଓଡ଼ିଆ ବାଇବେଲ

ତା'ପରେ ଠିକ୍ ସହେିଦିନ ଅବ୍ରହାମ ଇଶ୍ମାଯଲେ ଓ ତାଙ୍କର ସମସ୍ତ ସବେକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରୀତ କଲେ। ଅବ୍ରହାମ ମଧ୍ଯ କ୍ରିତଦାସମାନଙ୍କୁ ଏକତ୍ରୀତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ବରଙ୍କ ବାକ୍ଯାନୁସା ରେ ଅବ୍ରହାମ ସମାନଙ୍କେୁ ସୁନ୍ନତ କରାଇଲେ।

Cross references

ଆଦି ପୁସ୍ତକ 17:10

ଏହି ଚୁକ୍ତିକୁ ତୁମ୍ଭମାନେେ ନିଶ୍ଚଯ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମାେ ମଧିଅରେ ଚୁକ୍ତି ଏବଂ ଏହା ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି ପ୍ରେତ୍ୟକକ ଜନ୍ମ ହବୋ ପୁରୁଷକୁ ନିଶ୍ଚଯ ସୁନ୍ନତ କରାୟିବ।

ଆଦି ପୁସ୍ତକ 17:26

ଅବ୍ରହାମ ଏବଂ ତାଙ୍କର ପୁତ୍ର ଇଶ୍ମାଯଲେ ସହେି ଗୋଟିଏ ଦିନ ରେ ସୁନ୍ନତ ହେଲେ।

ଆଦି ପୁସ୍ତକ 18:19

ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।

ଆଦି ପୁସ୍ତକ 34:24

ସଭାସ୍ଥଳ ରେ ସମସ୍ତ ଲୋକ ଏହି କଥା ଶୁଣି ରାଜି ହାଇଗେଲେ। ହ ମାରେଓ ଶିଖିମ କଥା ରେ। ଏବଂ ଏକା ସମୟରେ ସମସ୍ତେ ସୁନ୍ନତ ହେଲେ।

ଯିହୋଶୂୟ 5:2

ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଶିଳାର ଛକ୍ସ୍ଟରିମାନ ତିଆରି କରି ଆଉ ଥରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ସକ୍ସ୍ଟନ୍ନତ କର।

ଗୀତସଂହିତା 119:60

ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।

ହିତୋପଦେଶ 27:1

କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ'ଣ ଘଟିବାକୁ ଯାଉଛି।

ଉପଦେଶକ 9:10

ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:3

ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 2:25

ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।

ରୋମୀୟଙ୍କ ପ୍ରତି ପତ୍ର 4:9

ତବେେ ଏହି ଖୁସି କଣ କବଳେ ସୁନ୍ନତ ହାଇେଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହାଇେ ନାହାଁନ୍ତି ସମାନଙ୍କେ ପାଇଁ ମଧ୍ଯ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ ଓ ସହେି ବିଶ୍ବାସ ଅବ୍ରାହାମକୁ ତାଙ୍କ ପ୍ରତି ଧାର୍ମିକ କଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:18

ପରମେଶ୍ବରଙ୍କ ଆହ୍ବାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହାଇେ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ ନୁହେଁ। ଯଦି ଜଣେ ଆହ୍ବାନ ପାଇବା ବେଳେ ସୁନ୍ନତ ହାଇେ ନାହିଁ, ତା'ର ମଧ୍ଯ ସୁନ୍ନତ ହବୋ ଉଚିତ୍ ନୁହେଁ।

ଗାଲାତୀୟଙ୍କ ପ୍ରତି ପତ୍ର 5:6

ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।

ଗାଲାତୀୟଙ୍କ ପ୍ରତି ପତ୍ର 6:15

ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।

Interlinear

Choose Theme