Cross references
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
ଅବ୍ରାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, କଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କଣ ସାରା ନବେ ବର୍ଷ ରେ ପିଲା ଧାରଣ କରିପାରିବ?
ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।
ଇସ୍ହାକ ଜନ୍ମ ବଳକେୁ ଅବ୍ରହାମ ଏକଶହ ବର୍ଷ ବଯସ ହାଇେଥିଲା।
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।