ଆଦି ପୁସ୍ତକ 17:9 · ଓଡ଼ିଆ ବାଇବେଲ
ଏବଂ ପରମେଶ୍ବର ଅବ୍ରହାମଙ୍କୁ କହିଲେ, ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ।ତୁମ୍ଭେ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।
Cross references
ଗୀତସଂହିତା 25:10
ସଦାପ୍ରଭୁ ସହେିମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିଯମ ଓ ପ୍ରତିଜ୍ଞା ମାନି ଚଳନ୍ତି।
ଗୀତସଂହିତା 103:18
ଯେଉଁମାନେ ତାଙ୍କର ନିଯମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଚାଲନ୍ତି, ସହେିମାନଙ୍କ ପ୍ରତି ପରମେଶ୍ବର ଉତ୍ତମ।
ଯିଶାଇୟ 56:4
କାରଣ ନପୁଂସକମାନଙ୍କ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷଯ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି,