ଏହାପରେ ସହେି ତିନିଜଣ ୟିବା ପାଇଁ ଉଠିଲେ, ସମାନେେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସମାନେେ ସହେି ବାଟେ ୟିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟଇେ ଦେଲେ।
Cross references
ଖ୍ରୀଷ୍ଟୀୟ ମଣ୍ଡଳୀ ଦ୍ବାରା ସମାନଙ୍କେୁ ପଠାଗଲା। ସମାନେେ ଫୈନୀକିଆ ଓ ଶମିରୋଣ ଦଇଗେଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ବରଙ୍କ ପ୍ରତି ମନ ଫରୋଇଛନ୍ତି, ଏହା ସମାନେେ ସଠାେରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସି ହେଲେ।
ସମାନେେ ତାହାଙ୍କୁ ଆଉ ଦେଖିପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସମାନଙ୍କେୁ ବହୁତ ଦୁଃଖ ଦଇେଥିଲା ା ସମାନେେ ସମସ୍ତେ ତାହାଙ୍କୁ ଜାହାଜ ପର୍ୟ୍ଯନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ।
ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
ଅତଏବ ମୁଁ ଯେତବେେଳେ ସ୍ପନକେୁ ୟିବି, ସେତବେେଳେ ତୁମ୍ଭମାନଙ୍କୁ ଦଖାେ କରିବି। ଆଶା କରେ ଯେ ସ୍ପନକେୁ ୟିବାବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ସଠାେରେ ରହିବି ଓ ଆନନ୍ଦ ଉପ ଭୋଗ କରିବି। ତୁମ୍ଭମାନେେ ମାେତେ ମାରେ ଯାତ୍ରା ରେ ମଧ୍ଯ ସାହାୟ୍ଯ କରି ପାରିବ।
ସହେି ଭାଇମାନେ, ତୁମ୍ଭର ପ୍ ରମେ ସମ୍ବନ୍ଧ ରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସମାନଙ୍କେୁ ସମାନଙ୍କେର ଯାତ୍ରା ରେ ସାହାୟ୍ଯ କର। ତୁମ୍ଭେ ସମାନଙ୍କେୁ ଏପରି ସାହାୟ୍ଯ କର, ଯେପରି ତାହା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବ।