Home Bibles ☰ Books ଆଦି ପୁସ୍ତକ 18:24 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 18:24 · ଓଡ଼ିଆ ବାଇବେଲ

ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?

Cross references

ଆଦି ପୁସ୍ତକ 18:32

ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?

ଆୟୁବ ପୁସ୍ତକ 35:8

ଆୟୁବ ତୁମ୍ଭେ କରୁଥିବା ଭଲ ଓ ମନ୍ଦ କାର୍ୟ୍ଯସବୁ ତୁମଭଳି ଲୋକମାନଙ୍କୁ ଆକ୍ରାନ୍ତ କରେ। ସେ ସବୁ ପରମେଶ୍ବରଙ୍କ ସାହାୟ୍ଯ ବା କ୍ଷତି କରେ ନାହିଁ।

ଯିଶାଇୟ 1:9

ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।

ଯିରିମିୟ 5:1

ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।

ମାଥିଉଲିଖିତ ସୁସମାଚାର 7:13

ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24

'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

Interlinear

Choose Theme