Home Bibles ☰ Books ଆଦି ପୁସ୍ତକ 18:29 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 18:29 · ଓଡ଼ିଆ ବାଇବେଲ

ଅବ୍ରହାମ ପୁଣି କହିଲେ, ତୁମ୍ଭେ ଯଦି ସଠାେରେ ଚାଳିଶ ଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ନଗରଟିକୁ ଧ୍ବଂସ କରିବ?

Cross references

ଏଫିସୀୟଙ୍କ ପ୍ରତି ପତ୍ର 6:18

ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

ଏବ୍ରୀ 4:16

ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।

Interlinear

Choose Theme