Home Bibles ଆଦି ପୁସ୍ତକ 18:32 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 18:32 · ଓଡ଼ିଆ ବାଇବେଲ

ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?

Cross references

ଆଦି ପୁସ୍ତକ 18:30

ଏହାପରେ ଅବ୍ରହାମ କହିଲେ, ହେ ସଦାପ୍ରଭୁ ମାେ ପ୍ରତି କୋର୍ଧ କରନ୍ତୁ ନାହିଁ। ତୁମ୍ଭକୁ ଏହି କଥା ପଚାରିବାକୁ ଦିଅ। ଯଦି ତିରିଶ ଜଣ ଧାର୍ମିକଲୋକ ଥାନ୍ତି, ତବେେ କ'ଣ ସହେି ନଗର ଧ୍ବଂସ କରିବେ?

ଆଦି ପୁସ୍ତକ 44:18

ଏହାପରେ ଯିହୁଦା ଯୋଷଫଙ୍କେ ନିକଟକୁ ୟାଇ କହିଲେ, ହେ ମହାଶୟ, ମାେତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମାେ ଉପରେ କୋରଧ କର ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ଯ।

ଯାତ୍ରା ପୁସ୍ତକ 32:9

ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ଏହି ଲୋକମାନଙ୍କୁ ଦେଖିଛି। ସମାନେେ ଅତିଶଯ ଜିଦ୍ଖୋର

ଯାତ୍ରା ପୁସ୍ତକ 32:14

ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ବଂସ କରିବାରୁ ମନ ପରିବର୍ତ୍ତନ କଲେ।

ଯାତ୍ରା ପୁସ୍ତକ 33:13

ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।

ଯାତ୍ରା ପୁସ୍ତକ 34:6

ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

ଯାତ୍ରା ପୁସ୍ତକ 34:9

ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।

ଗଣନା ପୁସ୍ତକ 14:11

ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?

ବିଚାରକର୍ତାମାନଙ୍କ ବିବରଣ 6:39

ଏହାପରେ ଗିଦ୍ଦିୟୋନ ପରମେଶଓରଙ୍କୁ କହିଲେ, ମାେ ଉପରେ କୋରଧିତ ହକ୍ସ୍ଟଅ ନାହିଁ। ମାେତେ କବଳେ ଆଉ ଗୋଟିଏ କଥା ପଗ୍ଭରିବାକକ୍ସ୍ଟ ଅନକ୍ସ୍ଟମତି ଦିଅ। ଏହି ଚମଡାଦ୍ବାରା ମାେତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡାଟି ଶକ୍ସ୍ଟଖିଯାଉ ଏବଂ ତା'ର ଗ୍ଭରିପାଖ ରେ ଥିବା ଭୂମି କାକର ରେ ଓଦା ଦେଉ।

ଆୟୁବ ପୁସ୍ତକ 33:23

ପରମେଶ୍ବରଙ୍କର ହଜାରେ ଦୂତ ଅଛନ୍ତି। ସହେି ଦୂତମାନଙ୍କ ମଧ୍ଯରୁ ଜଣେ ହୁଏତ ସହେି ବ୍ଯକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସହେି ଦୂତ ହୁଏତ ସହେି ଲୋକ କରିଥିବା ଭଲ କାର୍ୟ୍ଯଗୁଡ଼ିକୁ ସେ କହିପା ରେ।

ଗୀତସଂହିତା 86:5

ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।

ହିତୋପଦେଶ 15:8

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ଯିଶାଇୟ 42:6

ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।

ଯିଶାଇୟ 65:8

ସଦାପ୍ରଭୁ ଏହିକଥା କୁହନ୍ତି, ଯେତବେେଳେ ଦ୍ରାକ୍ଷାଫଳ ରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥି ରେ ଆଶୀର୍ବାଦ ଅଛି, ସହେିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।

ମୀଖା 7:18

ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।

ମାଥିଉଲିଖିତ ସୁସମାଚାର 7:7

ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

ଏଫିସୀୟଙ୍କ ପ୍ରତି ପତ୍ର 3:20

ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।

ଯାକୁବଙ୍କ ପତ୍ 5:15

ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ।

ଯୋହନଙ୍କ ପ୍ରଥମ ପତ୍ର 5:15

ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।

Interlinear

Choose Theme