ମୁଁ ତୁମ୍ଭକୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦବେି। ତା'ପରେ ତୁମ୍ଭେ ତୁମ୍ଭର ୟାତ୍ରା କରିବ।
Cross references
ଦେଖ, ମାରଦେୁଇଟି କୁମାରୀ କନ୍ଯା ଅଛନ୍ତି। ମୁଁ ସମାନଙ୍କେୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭମାନେେ ଯାହା ଇଛା ସମାନଙ୍କେୁ ପ୍ରତି କର। କିନ୍ତୁ ସହେି ଲୋକମାନଙ୍କୁ କିଛି କର ନାହିଁ। ସମାନେେ ମାେ ଗୃହ ରେ ଅତୀଥି ଥିବାରୁ ମୁଁ ସମାନଙ୍କେୁ ସୁରକ୍ଷା ଦବେି।
ଯାକୁବ କହିଲଲ, ନା ଭାଇ. ମୁଁ ତୁମ୍ଭକୁ ଅନୁଲରାଧ କରୁଛି। ଯଦି ତୁମ୍ଲଭସମାଲତ ବାସ୍ତବସର ଗ୍ରହଣ କରୁଛସତଲବସମାର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁସଦଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସି।ସମାଲତ ପରଲମଶ୍ବରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାସର ତୁମ୍ଲଭସମାଲତ ଗ୍ରହଣ କରିଥିବାରୁ, ମୁଁ ଖୁସି।
ମୁ ପ୍ରାର୍ଥନା କରୁଛି ଯେ, ମୁ ଆପଣାର ନବୈେଦ୍ଯ ଆଣି ଆପଣଙ୍କ ସମ୍ମକ୍ସ୍ଟଖ ରେ ନରଖିବା ପର୍ୟ୍ଯନ୍ତ ଏହି ସ୍ଥାନରକ୍ସ୍ଟ ପ୍ରସ୍ଥାନ କରିବ ନାହିଁ।
ଏହାପରେ ମ ନୋହ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ କହିଲେ, ବିନଯ କରୁଅଛକ୍ସ୍ଟ, ଆପଣ ଆମ୍ଭ ସହିତ କିଛି ସମୟ ରହନ୍ତକ୍ସ୍ଟ। ଆମ୍ଭେ ଆପଣଙ୍କ ପାଇଁ ଏକ ୟକ୍ସ୍ଟବାଛଳେି ପ୍ରସ୍ତକ୍ସ୍ଟତ କରିବକ୍ସ୍ଟ।
ଚତକ୍ସ୍ଟର୍ଥ ଦିନ ସହେି ସ୍ଥାନ ଛାଡିବା ପାଇଁ ପ୍ରଭାତରକ୍ସ୍ଟ ଉଠି ପ୍ରସ୍ତକ୍ସ୍ଟତ ହେଲେ। ସ୍ତ୍ରୀ ଲୋକଟିର ବାପା କହିଲା, ପ୍ରଥମେ କିଛି ଖାଅ, ଖାଇ ସାରିବାପରେ ତକ୍ସ୍ଟମେ ୟାଇପାର।
ସେ ପାଣି ଆଣିବାକୁ ଯାଉଥିବା ବେଳେ ଏଲିଯ ପୁନର୍ବାର ଡାକି କହିଲେ, ମାରେଅନୁରୋଧ ମାେ ପାଇଁ ଖଣ୍ଡେ ରୋଟୀ ମଧ୍ଯ ଆଣ।
ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।
ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମ ଯାହା ଉପ ରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନବେେ। ପରମେଶ୍ବର ସମସ୍ତ ଅନ୍ନ ଓ ଜଳ ଦୂ ରଇେ ନବେେ।
ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।