ସ୍ବର୍ଗଦୂତ ଲୋଟକୁ କହିଲେ, ଉତ୍ତମ ଆମ୍ଭେ ତୁମ୍ଭକୁ ଅନୁମତି ଦଲେୁ। ମୁଁ ସହେି ସହରକୁ ଧ୍ବଂସ କରିବି ବାହିଁ।
Cross references
ତୁମ୍ଭେ ଯଦି ଠିକ୍ ବିଷଯ କରିବ, ତବେେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ କର ତବେେ ତାହା ପାପ ହବେ। ପାପ ଏକ ପ୍ରାଣୀପରି, ତୁମ୍ଭ ଦ୍ବାରା ସମ୍ମୁଖ ରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛ। ତୁମ୍ଭେ ନିଶ୍ଚଯ ତା' ଉପରେ ରାଜତ୍ବ କରିବ।
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର କଥା ଅନୁୟାଯୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମରୂପେ ଜାଣିଅଛି।
ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।
ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି।
ସଦାପ୍ରଭୁ ଯିହୁଦା ବିଷଯ ରେ ଏହିକଥା କହନ୍ତି, ସମାନେେ ପ୍ରକୃତ ରେ ଆମ୍ଭକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ସେଥିରୁ ନିବୃତ୍ତ କରି ନାହାଁନ୍ତି। ତେଣୁ ସଦାପ୍ରଭୁ ସମାନଙ୍କେୁ ଗ୍ରହଣ କରିବେ ନାହିଁ। ସେ ସମାନଙ୍କେର ଅଧର୍ମ ସ୍ମରଣ କରିବେ ଓ ସମାନଙ୍କେୁ ସମସ୍ତ ପାପର ପ୍ରତିଫଳ ଦବେେ।
ନଇଁ ପଡ଼ିଥିବା ଛେଚ଼ାନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭଇବେେ ନାହିଁ। ନ୍ଯାୟର ବିଜୟ ନ ହବୋ ପର୍ୟ୍ଯନ୍ତ ସେ ଅଟଳ ରହିବେ।
ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶୟେ ଛାଡି ଉଠିବା, ଓ ତୁମ୍ଭକୁ ରେୋଟୀ ଦବୋ ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ବ ୟଥେଷ୍ଟ ହାଇେ ପାରି ନଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଚାଲିଥାଅ, ତବେେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦବେ।
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।