Home Bibles ଆଦି ପୁସ୍ତକ 19:33 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 19:33 · ଓଡ଼ିଆ ବାଇବେଲ

ସହେି ରାତ୍ରି ରେ ସହେି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହାପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶଯନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲା ଏବଂ ଜାଣିପାରିଲା ନାହିଁ ଯେ, ସେ କେତବେେଳେ ତା'ର ବିଛଣାକୁ ଆସିଥିଲା ଏବଂ ସେ କେତବେେଳେ ଉଠି କଠାେରୀରୁ ପରିତ୍ଯାଗ କଲା।

Cross references

ଲେବୀୟ ପୁସ୍ତକ 18:6

ତୁମ୍ଭମାନେେ ଆପଣା କୁଟୁମ୍ବ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

ହିତୋପଦେଶ 20:1

ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।

ହିତୋପଦେଶ 23:29

ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।

ହବକକୂକ 2:15

ତୁମ୍ଭକୁ ଧିକ୍, ଯେଉଁମାନେ ପଡୋଳୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସହେି ଦ୍ରାକ୍ଷାରସ ରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖିପାରିବ।

Interlinear

Choose Theme