Home Bibles ଆଦି ପୁସ୍ତକ 2:18 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 2:18 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

Cross references

ଆଦି ପୁସ୍ତକ 1:31

ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

ଆଦି ପୁସ୍ତକ 3:12

ମନୁଷ୍ଯ ଉତ୍ତର ଦଲୋ, ତୁମ୍ଭେ ମାେ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ ସେ ମାେତେ ସହେି ଫଳ ଖାଇବାକୁ ଦଲୋ। ତେଣୁ ମୁଁ ତାହା ଖାଇଲି।

ରୂତର ବିବରଣ 3:1

ଏହାପରେ ନୟମୀ ଋତର ଶାଶୂ ତାଙ୍କୁ କହିଲେ, ହେ ମାରେ କନ୍ଯା, ମୁ ତକ୍ସ୍ଟମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହବେ।

ହିତୋପଦେଶ 18:22

ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।

ଉପଦେଶକ 4:9

ଏକ ଜଣରୁ ଦୁଇଜଣ ଭଲ। କାରଣ ସମାନେେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:36

ଯଦି କହେି ନିଜର କନ୍ଯା ଗତବୟସ୍କା ହବୋର ଦେଖି ଭାବେ ଯେ, ସେ ନିଜ କୁମାରୀ କନ୍ଯା ପ୍ରତି ଉଚିତ୍ ବ୍ଯବହାର କରୁ ନାହିଁ, ଓ ଭାବେ ଯେ କନ୍ଯାର ବିବାହ ଆବଶ୍ଯକ, ତବେେ ସେ ଯେପରି ଚା ହେଁ ସପରେି କରିପା ରେ। ସମାନଙ୍କେର ବିବାହ କରିଦବୋ ଉଚିତ୍। ଏହା ପାପ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:7

କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:11

ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।

ପିତରଙ୍କ ପ୍ରଥମ ପତ୍ 3:7

ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।

Interlinear

Choose Theme