ଏବଂ ଅବିମଲକେ କହିଲେ, ତୁମ୍ଭ ଚତୁପାଶର୍ବକୁ ଚାହଁ ଏହା ମାରେଭୂମି, ତୁମ୍ଭେ ଯେଉଁଠା ରେ ଚାହଁ ସଠାେରେ ରହିପାର।
Cross references
ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚ଼ିତ୍। ତୁମ୍ଭର ଇଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ୟିବ ତବେେ ମୁଁ ଦକ୍ଷିଣକୁ ୟିବି। ତୁମ୍ଭେ ଯଦି ଦକ୍ଷିଣକୁ ୟିବ ତବେେ ମୁଁ ଉତ୍ତରକୁ ୟିବି।
ତୁମ୍ଭମାନେେ ଆମ୍ଭମାନଙ୍କ ସହିତ ଏହି ଦେଶ ରେ ବାସ କରିବ, ବାଣଜ୍ଯ କରିବ ଓ ଭୂମି ଗ୍ରହଣ କରିପାରିବ।
ଏହାପରେ ତୁମ୍ଭର ସାନଭାଇକୁ ମାେ ପାଖକୁ ଆଣ, ତବେେ ମୁଁ ଜାଣିବି ଯେ ତୁମ୍ଭମାନେେ ସାଧୁଲୋକ। ଯଦି ତୁମ୍ଭମାନେ ସତ୍ଯ କହୁଥାଅ ତବେେ ମୁଁ ତୁମ୍ଭର ଭାଇକୁ ତୁମ୍ଭମାନଙ୍କୁ ଫରୋଇ ଦବେି। ମୁଁ ତୁମ୍ଭକୁ ତୁମ୍ଭର ଭାଇ ଦବେି ଓ ତୁମ୍ଭମାନଙ୍କୁ ମାେ ଦେଶରୁ ଶସ୍ଯ କ୍ରଯ ପାଇଁ ମୁକ୍ତି କରି ଦବେି।'
ତୁମ୍ଭେ ସମାନଙ୍କେୁ ମିଶର ରେ ଯେ କୌଣସି ସ୍ଥାନ ରେ ଆମ୍ଭମାନଙ୍କର ଭୂମିର ଅଂଶରୁ ନିଜର ରୁଚି ଅନୁସାରେ ଦଇପୋର। ମିଶରର ସବୁଠାରୁ ଭଲ ଭୂମି ତୁମ୍ଭର ପିତା ଓ ତୁମ୍ଭର ଭାଇମାନଙ୍କୁ ଦିଅ। ସମାନେେ ଗୋନ ଦେଶ ରେ ରୁହନ୍ତୁ। ରହିବା ପାଇଁ ସମାନଙ୍କେୁ ଗୋଶନ ପ୍ରଦେଶ ଦିଅ। ଏବଂ ସମାନେେ ଯଦି ପାରଙ୍ଗମ ତବେେ ସମାନଙ୍କେୁ ମାରେ ପଶୁପଲଗୁଡ଼ିର ଅଧକ୍ଷ ଭାବରେ ନିୟୁକ୍ତି କର।