ଅବିମଲକେ ସାରାକୁ କହିଲା, ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହାକରିଛି ଭୁଲ କରିଛି। ମୁଁ ଚା ହେଁ ପ୍ରେତ୍ୟକକ ଦେଖନ୍ତୁ ଓ ହୃଦ୍ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।
Cross references
ଅବ୍ରହାମ ନିଜେ ମାେତେ କହିଲେ, 'ଏହି ସ୍ତ୍ରୀ ମାରେଭଉଣୀ' ଏବଂ ସହେି ସ୍ତ୍ରୀ ମଧ୍ଯ କହିଲା, 'ଅବ୍ରହାମ ମାରେ ଭାଇ', ମୁଁ ନିର୍ ଦୋଷ, ମୁଁ ଜାଣି ନଥିଲି। ନିର୍ଦ୍ ଦୋଷତା ରେ ମୁଁ ଏହି କାର୍ୟ୍ଯ କରିଛି।
ରିବିକା ଦାସକୁ କହିଲା, ଆମ୍ଭମାନଙ୍କୁ ଦେଖି ସାକ୍ଷାତ କରିବାକୁ ଆସୁଥିବା ୟୁବକ କିଏ? ଦାସଟି ଉତ୍ତର ଦେଲେ, “ସେ ହେଉଛନ୍ତି ମୋର କର୍ତ୍ତା।” ତେଣୁ ରିବିକା ମୁହଁକୁ ନିଜର ଓଢ଼ଣାରେ ଆଚ୍ଛାଦନ କଲେ।
ତେଣୁ ଅବିମଲକେ ସମସ୍ତ ଲୋକଙ୍କୁ ଚତାବେନି ଦଇେ କହିଲେ, ସେ କହିଲେ, କୌଣସି ଲୋକ ସହେି ଲୋକ ଓ ତାଙ୍କର ସ୍ତ୍ରୀଙ୍କୁ ଛୁଇଁବ ନାହିଁ। ଯଦି କୌଣସି ଲୋକ ଏପରି କରେ ତବେେ ତାକୁ ମୃତ୍ଯୁ ଦଣ୍ଡ ଦିଆୟବ।
କିନ୍ତୁ ଯୋୟାବ ଉତ୍ତର ଦେଲେ, ସଦାପ୍ରଭୁ ତାଙ୍କର ଦେଶକୁ 10 0 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦଯ, ସମଗ୍ର ଇଶ୍ରାୟେଲର ଲୋକ ଆପଣଙ୍କ ଦାସ ଅଟନ୍ତି। ହେ ମାରେ ମହାଶୟ ଓ ରାଜା, ଆପଣା କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି ? ଏହା ଦ୍ବାରା ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପାପ ଦୋଷ ରେ ଦୋଷୀ କରାଇବେ।
ନିନ୍ଦକକୁ ଅନୁ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁୟୋଗ କର, ତହିଁରେ ସେ ତୁମ୍ଭକୁ ପ୍ ରମେ କରିବ।
ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।
ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।
ଗୁପ୍ତ ପ୍ ରମଠାରୁେ ପ୍ରକାଶିତ ଅନୁ ଯୋଗ ଭଲ।
ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।
ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।