Home Bibles ଆଦି ପୁସ୍ତକ 20:3 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 20:3 · ଓଡ଼ିଆ ବାଇବେଲ

କିନ୍ତୁ ଏକ ରାତି ରେ, ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀ ଲୋକକୁ ଆଣିଛ ସେ ବିବାହିତା।

Cross references

ଆଦି ପୁସ୍ତକ 20:7

ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।

ଆଦି ପୁସ୍ତକ 28:12

ଯାକୁବ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ ଏକ ସିଡ଼ି ଭୂମିରୁ ସ୍ବର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ବରଙ୍କର ଦୂତଗଣ ସହେି ସିଢ଼ିଦଇେ ଚଢୁଛନ୍ତି ଓ ଓହ୍ଲାଉଛନ୍ତ।

ଆଦି ପୁସ୍ତକ 31:24

ସହେି ରାତି ରେ ପରମେଶ୍ବର ଲାବନକୁ ସ୍ବପ୍ନ ରେ ଦର୍ଶନ ଦେଲେ। ପରମେଶ୍ବର କହିଲେ, ସାବଧାନ ହୁଅ! ଯାକୁବ କହିଥବା ପ୍ରେତ୍ୟକକ କଥାପାଇଁ ସାବଧାନ ହୁଅ।

ଆଦି ପୁସ୍ତକ 37:5

ଥରେ ଯୋଷଫେ ଏକ ସ୍ବପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥି ରେ ସମାନେେ ଯୋଷଫେକୁ ଅଧିକ ଘୃଣା କଲେ।

ଆଦି ପୁସ୍ତକ 37:9

ଏହାପରେ ଯୋଷଫେ ଅନ୍ୟ ଏକ ସ୍ବପ୍ନ ଦେଖିଲା ଏବଂ ସେ ତା'ର ଭାଇମାନଙ୍କୁ ଏହି ସ୍ବପ୍ନ ବିଷଯ ରେ କହିଲା। ଯୋଷଫେ କହିଲେ, ସୂର୍ୟ୍ଯ, ଚନ୍ଦ୍ର ଏବଂ ଏଗାରଟି ତାରା ମାେ ସମ୍ମୁଖ ରେ ନତ ହେଲେ।

ଆଦି ପୁସ୍ତକ 40:5

ଏକ ରାତି ରେ ଉଭୟ ବନ୍ଦୀ ଦୁଇଜଣ ସ୍ବପ୍ନ ଦେଖିଲେ। ସହେି ଦୁଇଜଣ ବନ୍ଦୀ ମିଶର ରେ ରାଜାଙ୍କର ପାନପାତ୍ର ବାହକ ଓ ସ୍ବପକାର। ପ୍ରେତ୍ୟକକ ଏକ ସ୍ବପ୍ନ ଦେଖିଲେ ଓ ପ୍ରେତ୍ୟକକ ସ୍ବପ୍ନର ଅର୍ଥ ଭିନ୍ନଥିଲା।

ଆଦି ପୁସ୍ତକ 40:8

ସହେି ଦୁଇ ବନ୍ଦୀ ଉତ୍ତର ଦେଲେ, ଆମ୍ଭେ କାଲି ରାତି ରେ ସ୍ବପ୍ନ ଦେଖିଲୁ। କିନ୍ତୁ ତାହା ବୁଝି ପାରୁନାହୁଁ। ସହେି ସ୍ବପ୍ନର ବ୍ଯାଖ୍ଯା କରିବାକୁ କହେି ନାହିଁ।

ଆଦି ପୁସ୍ତକ 41:1

ଦୁଇବର୍ଷ ପରେ ଫାରୋ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ, ସେ ନୀଳ ନଦୀ କୂଳ ରେ ଛିଡ଼ା ହାଇେଛନ୍ତି।

ଆଦି ପୁସ୍ତକ 46:2

ରାତ୍ର ରେ ପରମେଶ୍ବର ଇଶ୍ରାୟେଲକୁ ସ୍ବପ୍ନ ରେ କହିଲେ, ଯାକୁବ, ଯାକୁବ।

ଆୟୁବ ପୁସ୍ତକ 4:12

ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।

ଆୟୁବ ପୁସ୍ତକ 4:13

ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।

ଆୟୁବ ପୁସ୍ତକ 33:15

ପରମେଶ୍ବର ହୁଏତ ଲୋକଙ୍କୁ ସ୍ବପ୍ନ ରେ କହନ୍ତି କିମ୍ବା ରାତି ରେ ଦର୍ଶନ ଦଇେ କହନ୍ତି ଯେତବେେଳେ ସମାନେେ ଗଭୀର ନିଦ୍ରା ୟାଇଥାନ୍ତି।

ଆୟୁବ ପୁସ୍ତକ 33:17

ପରମେଶ୍ବର ଲୋକଙ୍କୁ ମନ୍ଦ କାର୍ୟ୍ଯରୁ ନିବୃତ କରାଇବାକୁ ଚତାବେନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।

ଗୀତସଂହିତା 105:14

କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।

ଯିହିଜିକଲ 33:14

ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,

ଯୂନସ 3:4

ୟୂନସ ନଗରର କନ୍େଦ୍ରସ୍ଥଳୀକୁ ୟାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧିଅରେ ଆରମ୍ଭ କଲା। ୟୂନସ କହିଲା, ଗ୍ଭଳିଶ ଦିନ ନୀନିବୀ ଧ୍ବଂସ ହବେ।

ମାଥିଉଲିଖିତ ସୁସମାଚାର 1:20

କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।

ମାଥିଉଲିଖିତ ସୁସମାଚାର 2:12

କିନ୍ତୁ ପରମେଶ୍ବର ସମାନଙ୍କେୁ େ ହରୋଦଙ୍କ ପାଖକୁ ଫରେି ନ ୟିବାକୁ ସ୍ବପ୍ନ ରେ ସାବଧାନ କରାଇ ଦେଲେ। ତେଣୁ ସମାନେେ ଅନ୍ୟ ଏକ ପଥ ଦଇେ ନିଜ ଦେଶକୁ ଫରେିଗଲେ।

ମାଥିଉଲିଖିତ ସୁସମାଚାର 27:19

ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।

Interlinear

Choose Theme