କିନ୍ତୁ ସେ ପର୍ୟ୍ଯନ୍ତ ଅବିମଲକେ ସାରା ସହିତ ସହବାସ କରି ନଥିଲେ। ତେଣୁ ଅବିମଲକେ କହିଲେ, ତୁମ୍ଭେ କ'ଣ ଏକ ନିର୍ ଦୋଷ ବ୍ଯକ୍ତିକୁ ହତ୍ଯା କରିବ?
Cross references
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?
ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।
ଏହାପରେ ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ହଁ ମୁଁ ଜାଣେ ତୁମ୍ଭେ ନିର୍ ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମାେ ବିରୁଦ୍ଧ ରେ ପାପ କରିବାକୁ ଦବେି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦଇେ ନଥିଲି।
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।
ତେଣୁ ମୁ ତୁମ୍ଭକୁ ହତ୍ଯା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରକ୍ସ୍ଟ ଉଚ୍ଛନ୍ନ କରିବି। କାରଣ ତୁମ୍ଭେ ଦକ୍ସ୍ଟଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାଯଣ ଲୋକକୁ ହତ୍ଯା କରିଛ, ଯେତବେେଳେ ସେ ତା'ର ନିଜ ଗୃହ ରେ ତା'ର ଶୟ୍ଯା ରେ ବିଶ୍ରାମ ନେଉଥିଲା।
ଦାଉଦ ପରମେଶ୍ବରଙ୍କୁ କହିଲେ, ମୁଁ ହିଁ ପାପ କରିଥିବା ବ୍ଯକ୍ତି ! ଲୋକମାନଙ୍କୁ ଗଣିବା ନିମନ୍ତେ ମୁଁ ଆଦେଶ ଦଇେଥିଲି। ମୁଁ ମନ୍ଦକାର୍ୟ୍ଯ କଲି। ଇଶ୍ରାୟେଲର ଲୋକମାନେ କୌଣସି ମନ୍ଦ କରି ନାହାଁନ୍ତି। ହେ ସଦାପ୍ରଭୁ, ମାରେ ପରମେଶ୍ବର, ମାେତେ ଓ ମାରେ ପରିବାରକୁ ଦଣ୍ଡିତ କର। କିନ୍ତୁ ତୁମ୍ଭର ଲୋକମାନଙ୍କୁ ବଧ କରୁଥିବା ଏହି ଭୟଙ୍କର ବ୍ଯାଧିକୁ ଦୂର କର।