Home Bibles ଆଦି ପୁସ୍ତକ 21:19 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 21:19 · ଓଡ଼ିଆ ବାଇବେଲ

ଏହାପରେ ପରମେଶ୍ବର ହାଗାରକୁ ଏକ କୂପ ଦଖାଇେଲେ। ତେଣୁ ହାଗାର ସହେି କୂପ ପାଖକୁ ୟାଇ ତାଙ୍କର ଥଳି ରେ ପାଣି ଭର୍ତ୍ତିକଲେ। ଏହାପରେ ତାଙ୍କ ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲେ।

Cross references

ଗଣନା ପୁସ୍ତକ 22:31

ଏଥି ରେ ସଦାପ୍ରଭୁ ବିଲିଯମର ଚକ୍ଷୁ ଖାଲିେ ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧିଅରେ ଖଡ୍ଗ ଧାରଣ କରି ଛିଡା ହାଇେଥିବା ଦେଖିଲା। ତହିଁରେ ସେ ହତାଶ ହାଇେ ଭୂମିରେ ପଡି ଗଲା।

ଦିତୀୟ ରାଜାବଳୀ 6:17

ତା'ପରେ ଇଲୀଶାୟ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ମୁଁ ବିନଯ କରୁଛି, ମାରେ ସବେକର ଆଖି ଖାଲିେ ଦିଅ, ଯେପରି ସେ ଦେଖିପାରିବ।

ଯିଶାଇୟ 35:5

ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।

ଲୂକଲିଖିତ ସୁସମାଚାର 24:16

କିନ୍ତୁ ସେ ଦୁଇଜଣଙ୍କୁ ସେତବେେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା।

Interlinear

Choose Theme