Home Bibles ଆଦି ପୁସ୍ତକ 21:23 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 21:23 · ଓଡ଼ିଆ ବାଇବେଲ

ତେଣୁ ତୁମ୍ଭେ ମାଠାେ ରେ ପରମେଶ୍ବରଙ୍କ ଆଗ ରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମାେପ୍ରତି ଓ ମାରେସନ୍ତାନମାନଙ୍କ ପ୍ରତି ବିଶ୍ବାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମାେ ପ୍ରତି ଦୟା ଦଖାଇବେ ଏବଂ ମାରେ ଦେଶ ଯେଉଁଠା ରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମାେ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦଖାଇେଛି।

Cross references

ଆଦି ପୁସ୍ତକ 14:22

କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,

ଆଦି ପୁସ୍ତକ 20:14

ତେଣୁ ଅବିମଲକେ ସାରାକ ଅବ୍ରହାମକୁ ଫରୋଇ ଦେଲେ। ଅବିମଲକେ ମଧ୍ଯ ତାଙ୍କୁ କିଛି ମଷେ, ଗାଇ, ଗୋରୁ ଏବଂ କିଛି ସବେକ ଓ ସବେିକାଗଣଙ୍କୁ ଦେଲେ।

ଆଦି ପୁସ୍ତକ 24:3

ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।

ଆଦି ପୁସ୍ତକ 26:28

ସମାନେେ ଉତ୍ତର ଦେଲେ, ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଚାହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର।

ଆଦି ପୁସ୍ତକ 31:44

ତେଣୁ ଆମ୍ଭେ ଦୁ ହେଁ ଚୁକ୍ତି ସ୍ଥିର କରିବା, ତାହା ଆମ୍ଭମାନଙ୍କର ସାକ୍ଷୀ ହବେ।

ଆଦି ପୁସ୍ତକ 31:53

ଅବ୍ରହାମର ପରମେଶ୍ବର, ନାହାରରେ ପରମେଶ୍ବର ଓ ସମାନଙ୍କେର ପୂର୍ବପୁରୁଷଙ୍କ ପରମେଶ୍ବର ଆମ୍ଭ ଓ ତୁମ୍ଭ ମଧିଅରେ ବିଚାର କରିବେ।

ଆଦି ପୁସ୍ତକ 39:3

ପୋଟୀଫର ଦେଖିଲା ଯେ ସଦାପ୍ରଭୁ ଯୋଷଫେକୁ ସହାୟ ଅଟନ୍ତି। ପୋଟୀଫର ଦେଖିଲା ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ୟ୍ଯ କରୁଛି ତାହା ସୁଚାରୁ ରୂପେ କରି ପାରୁଛି।

ଦିତୀୟ ବିବରଣ 6:13

ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ।

ଯିହୋଶୂୟ 2:12

ଏଣୁ ମୁ ଗ୍ଭ ହେଁ, ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କର। ମୁ ତୁମ୍ଭମାନଙ୍କ ପ୍ରତି ଦୟା ଦଖାଇେଅଛି। ଏଥିପାଇଁ ତକ୍ସ୍ଟମ୍ଭମାନେ ମଧ୍ଯ ମାରେ ପରିବାର ପାଇଁ ଦୟା ଦଖାଇବେ। ଏ ବିଷଯ ରେ ମାେତେ ଏକ ସତ୍ଯ ଚିହ୍ନ ଦିଅ।

ପ୍ରଥମ ଶାମୁୟେଲ 20:13

ଯଦି ମାରେବାପା ତୁମ୍ଭକୁ ହତ୍ଯା କରିବାକୁ ଗ୍ଭହାଁନ୍ତି ମୁ ତୁମ୍ଭକୁ ଜଣାଇ ଦବେି। ମୁ ତୁମ୍ଭକୁ ନିରାପଦ ରେ ପଠାଇ ଦବେି। ମୁ ଯଦି ଏହା ନ କରେ ସଦାପ୍ରଭୁ ମାେତେ ନିଶ୍ଚଯ ଦଣ୍ତ ଦବେେ। ସଦାପ୍ରଭୁ ଯେପରି ମାରେ ବାପାଙ୍କ ସହିତ ଅଛନ୍ତି ସହେିପରି ତକ୍ସ୍ଟମ୍ଭ ସହିତ ରକ୍ସ୍ଟହନ୍ତକ୍ସ୍ଟ।

ପ୍ରଥମ ଶାମୁୟେଲ 20:17

ତା'ପରେ ଯୋନାଥନ ଦାଉଦଙ୍କକ୍ସ୍ଟ ସ୍ନହେ କରିବାରକ୍ସ୍ଟ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପକ୍ସ୍ଟନର୍ବାର ସତ୍ଯତା ପ୍ରମାଣ କରାଇବାକକ୍ସ୍ଟ ଦାଉଦଙ୍କକ୍ସ୍ଟ ପଚାରିଲେ। ଯୋନାଥନ ଏପରି କଲା କାରଣ ସେ ନିଜକକ୍ସ୍ଟ ଯେତିକି ଭଲ ପାଉଥିଲେ ଦାଉଦଙ୍କକ୍ସ୍ଟ ମଧ୍ଯ ସହେିପରି ଭଲ ପାଉଥିଲେ।

ପ୍ରଥମ ଶାମୁୟେଲ 20:42

ଯୋନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଶାନ୍ତି ରେ ୟାଅ। ଆମ୍ଭେ ଓ ସଦାପ୍ରଭୁଙ୍କ ନିକଟରେ ଶପଥ କରିଛକ୍ସ୍ଟ, ଆମ୍ଭେ ସର୍ବଦା ବନ୍ଧକ୍ସ୍ଟ ହାଇେ ରହିବା। ଆମ୍ଭେ କହିଲକ୍ସ୍ଟ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।

ପ୍ରଥମ ଶାମୁୟେଲ 24:21

ମାେ ସମ୍ମକ୍ସ୍ଟଖ ରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କର ଯେ ମାରେ ମୃତକ୍ସ୍ଟ୍ଯ ପରେ ମଧ୍ଯ ତୁମ୍ଭେ ମାରେ ବଂଶଧରକକ୍ସ୍ଟ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମାରେ ପିତାଙ୍କର ପରିବାରରକ୍ସ୍ଟ ମାରେ ନାମକକ୍ସ୍ଟ ଲୋପ କରିବ ନାହିଁ।

ପ୍ରଥମ ଶାମୁୟେଲ 24:22

ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକକ୍ସ୍ଟ ଧ୍ବଂସ କରିବ ନାହିଁ। ତା'ପରେ ଶାଉଲ ଗୃହକକ୍ସ୍ଟ ଫରେିଲେ। ଦାଉଦ ଓ ତାଙ୍କର ଲୋକମାନେ ଦକ୍ସ୍ଟର୍ଗକକ୍ସ୍ଟ ପଳାଇଗଲେ।

ପ୍ରଥମ ଶାମୁୟେଲ 30:15

ଦାଉଦ ତାଙ୍କୁ ପଚାରିଲେ, ତୁମ୍ଭେ ମାେତେ ସହେି ସୈନ୍ଯଦଳ ନିକଟକକ୍ସ୍ଟ ନଇେପାରିବ କି ଯେଉଁମାନେ ଆମ୍ଭର ପରିବାରକକ୍ସ୍ଟ ସାଙ୍ଗ ରେ ନଇେ ୟାଇଛନ୍ତି।

ଯିରିମିୟ 4:2

ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:23

ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।

ଏବ୍ରୀ 6:16

ମନୁଷ୍ଯମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନଇେ ଶପଥ କରିଥାନ୍ତି। ଏହା ଦ୍ବାରା ସମାନଙ୍କେର କଥାର ସତ୍ଯତା ପ୍ରମାଣିତ ହୁଏ ଓ ସମାନଙ୍କେ ବିବାଦର ନିଷ୍ପତ୍ତି ହୁଏ।

Interlinear

Choose Theme