ତେଣୁ ଅବ୍ରହାମ ଓ ଅବିମଲକେ ମଧିଅରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମଲକେକୁ ଚୁକ୍ତି ରେ ପ୍ରମାଣ ସ୍ବରୂପ କିଛି ମଷେ ଓ ଗୋରୁ ଦେଲେ।
Cross references
କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,
ସମାନେେ ଉତ୍ତର ଦେଲେ, ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଚାହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର।
ପରଦିନ ପ୍ରତ୍ଯୁଷରୁ ପ୍ରେତ୍ୟକକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହାପରେ ସମାନେେ ଶାନ୍ତି ରେ ଫରେିଲେ।
ତେଣୁ ଆମ୍ଭେ ଦୁ ହେଁ ଚୁକ୍ତି ସ୍ଥିର କରିବା, ତାହା ଆମ୍ଭମାନଙ୍କର ସାକ୍ଷୀ ହବେ।
ଯୋନାଥନ ଦାଉଦଙ୍କକ୍ସ୍ଟ ଆପଣା ପ୍ରାଣପରି ସ୍ନହେ କରିବାରକ୍ସ୍ଟ ସମାନେେ ଏହି ନିଯମ କଲେ।
ଗୋଟିଏ ଉତ୍କୋଚ ଗୋଟିଏ ୟାଦୁ ପଥର ପରି, ଏହା ଜଣେ ଦଇେଥିବାର ଆଖି ରେ ଅଟେ, ସେ ଯେଉଁ ଦିଗ ରେ ଘୂ ରେ, ସେ କୃପାଲାଭ କରେ।
ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।
ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି।
ଗୁପ୍ତ ରେ ଦାନ ଦେଲେ କୋରଧ ଶାନ୍ତ ହୁଏ। ପୁଣି ଅଣ୍ଟି ରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।
ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
ସମାନେେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସମାନେେ ମୂର୍ଖ ସମାନେେ ନିଜର କଥା ରଖନ୍ତି ନାହିଁ ଓ ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।
ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି : ଜଣେ ଲୋକ ଅନ୍ୟ ଜଣଙ୍କ ସହିତ କରିଥିବା ଚୁକ୍ତି ବିଷୟ ରେ ଭାବ। ସହେି ଚୁକ୍ତିଟି ଅନୁମାଦେିତ ହାଇଗେଲା ପରେ, ସେଥି ରେ କୌଣସି ପରିବର୍ତ୍ତନ ହାଇପୋ ରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥି ରେ ୟୋଡ଼ା ଯାଇପା ରେ ନାହିଁ।