ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।
Cross references
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
ପୃଥିବୀ ରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କହେି ପୃଥିବୀର ଧୂଳି ଗଣିପା ରେ ତବେେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣିପାରିବ।
ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।
ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।
ଯେତବେେଳେ ରିବିକା ସହେି ସ୍ଥାନ ଛାଡ଼ିଲା ସମାନେେ ତାଙ୍କୁ ଆଶୀର୍ବାଦ କରି କହିଲେ,
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧିକରି ସମାନଙ୍କେୁ ଏହିସବୁ ଦେଶ ଦବୋ ଓ ତୁମ୍ଭ ବଂଶଧର, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରପ୍ତ ହବେେ।
ସଦାପ୍ରଭୁ ତୁମ୍ଭକୁ ୟଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।
ସବୁ ଲୋକ ତୁମ୍ଭର ସବୋ କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା'ର ସନ୍ତାନ ତୁମ୍ଭକୁ ମାନୁ।
ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।
ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ମୁଁ ତୁମ୍ଭଙ୍କୁ ସାହାୟ୍ଯ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କହେି ଗଣିପାରିବେ ନାହିଁ।'
ଯାକୁବ ରାତି ରେ ସହେି ସ୍ଥାନ ରେ ରହିଲା, ତା'ର ଭାଇ ଏଷୌକୁ କିଛି ଉପହାର ଦବୋପାଇଁ ଯାକୁବ ପ୍ରସ୍ତୁତ ହେଲା।
ପୈତୃକ ପରମେଶ୍ବର, ସାହାୟ୍ଯ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ବର ସ୍ବର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦବେେ। ଆକାଶରୁ ମଙ୍ଗଳ ଓ ଗଭୀର ସାଗର ଗର୍ଭାଶଯ ବାରିଧିରୁ ମଙ୍ଗଳ ତୁମ୍ଭକୁ ଆଶୀର୍ବାଦ କରିବେ।
ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'
ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କୁନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହବେ ଓ ଇଶ୍ରାୟେଲଠାରୁ ଏକ ରାଜଦଣ୍ତ ଉଥିତ ହବେ। ମାେଯବରେ ପାର୍ଶଭଦେ କରିବ ଓ କଲହର ସମସ୍ତ ପରିବାରବର୍ଗକୁ ଚୁର୍ଣ କରିବ।
ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ଯା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସଂଖ୍ଯା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭମାନେେ ଆକାଶର ତାରାମାନଙ୍କ ତକ୍ସ୍ଟଲ୍ଯ ବହକ୍ସ୍ଟତ।
ତୁମ୍ଭମାନେେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ପରମେଶ୍ବର ତୁମ୍ଭମାନଙ୍କୁ ସହସ୍ରଗକ୍ସ୍ଟଣ କରନ୍ତକ୍ସ୍ଟ। ସେ ଯେପରି ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଛନ୍ତି, ସହେିପରି ଆଶୀର୍ବାଦ କରନ୍ତକ୍ସ୍ଟ।
ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଆଜ୍ଞା ମାନ ତାହା ମୁ ( ମାଶାେ) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟି ରେ ଯାହା ଠିକ୍ ତାହା କର। ତା ହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।
ତବେେ ତାହାର ପିତାମାତା ତାହାକକ୍ସ୍ଟ ଧରି ନଗରସ୍ଥ ଫାଟକ ନିକଟରେ ଥିବା ପ୍ରାଚୀନବର୍ଗଙ୍କ ନିକଟକକ୍ସ୍ଟ ନବୋ ଉଚିତ୍।
ଏହି ସମସ୍ତ ଆଶୀର୍ବାଦ ତୁମ୍ଭମାନେେ ଗ୍ରହଣ କରିବ ଏବଂ ସଗେକ୍ସ୍ଟଡିକ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିବ। କାରଣ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ସ୍ବର ଶକ୍ସ୍ଟଣିଛ।
ମାଶାେ ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପକ୍ସ୍ଟତ୍ର ଯିହାଶୂେୟ ମାଶାଙ୍କେର ପରିଗ୍ଭରକ ଥିଲେ। ମାଶାଙ୍କେର ମୃତକ୍ସ୍ଟ୍ଯ ପରେ, ସଦାପ୍ରଭୁ ଯିହାଶୂେୟକକ୍ସ୍ଟ କହିଲେ.
ଏହାପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେଠାରକ୍ସ୍ଟ ତାଙ୍କ ରାଜଧାନୀର କତ୍ତର୍କ୍ସ୍ଟତ୍ବ ନେଲେ।
ଏହାପରେ ଅମ୍ମାନେ ସନ୍ତାନଗଣର ରାଜା ମରିଗଲା ପରେ ତା'ର ପକ୍ସ୍ଟତ୍ର ହାନୂନ୍ ରାଜ ପଦ ରେ ଅଭିଷିକ୍ତ ହେଲା।
ମାତ୍ର ମାରେ ମନ୍ତ୍ରଣା ଏହି ଯେ, ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ସମକ୍ସ୍ଟଦ୍ର ଓ ତୀରସ୍ଥ ବାଲକ୍ସ୍ଟକା ତକ୍ସ୍ଟଲ୍ଯ ଅସଂଖ୍ଯ ହାଇେ ଆପଣଙ୍କ ନିକଟରେ ସଂଗୃହିତ ହକ୍ସ୍ଟଅନ୍ତକ୍ସ୍ଟ। ଆପଣ ସ୍ବଯଂ ୟକ୍ସ୍ଟଦ୍ଧକକ୍ସ୍ଟ ୟାଆନ୍ତକ୍ସ୍ଟ।
ଇଶ୍ରାୟେଲ ଓ ଯିହୁଦା ରେ ବହୁ ଲୋକ ଥିଲେ। ସମାନେେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅକଳନ ଥିଲେ। ମାତ୍ର ସମାନେେ ୟଥେଷ୍ଟ ଖାଦ୍ୟ ପାନୀଯ ସହିତ ସୁଖ ରେ କାଳାତିପାତ କରୁଥିଲେ।
ଅନନ୍ତର ଶଲୋମନ ରାଜା ଇଦୋମ ଦେଶ ରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିଯୋନ ଗବରେ ରେ ଜାହାଜମାନ ନିର୍ମାଣ କଲେ।
ଦାଉଦ ଇଶ୍ରାୟେଲର ଲୋକମାନଙ୍କୁ ଗଣିବା ନମସ୍ତେ ସ୍ଥିର କଲେ। ସଠାେରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ବର ପ୍ରତିଜ୍ଞା କରିଥିଲେ ଯେ, ସେ ଇଶ୍ରାୟେଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ଯ ଅଗଣ୍ଯ କରିବେ। ତେଣୁ ଦାଉଦ କବଳେ 20 ବର୍ଷ ବଯସ୍କ ଓ ତଦୁଦ୍ଧର୍ବ ବଯସର ଲୋକଙ୍କୁ ଗଣନା କଲେ।
ତୁମ୍ଭେ ସମାନଙ୍କେ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ଯ ବହୁ ସଂଖ୍ଯକ କଲ। ଯେଉଁଦେଶ ସମାନେେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଗଣଙ୍କଠା ରେ ଶପଥ କରିଥିଲ, ସହେି ଦେଶକୁ ସମାନଙ୍କେୁ ଆଣିଲ।
ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।
ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।
ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥାନ୍ତ ତବେେ ତୁମ୍ଭର ବଂଶ ବାଲୁକା ତୁଲ୍ଯ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ଯ ହାଇେଥାନ୍ତେ। ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିମ୍ବା ବିନଷ୍ଟ ହାଇେ ନ ଥାନ୍ତା।'
ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁଗ୍ଧମଧୁ ପ୍ରବାହୀ ଦେଶ ସମାନଙ୍କେୁ ଦବୋପାଇଁ ସମାନଙ୍କେ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସମାନଙ୍କେୁ ଦଲେ।
ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ତା'ପ ରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, 'ତୁମ୍ଭମାନେେ ଆମ୍ଭର ଲୋକ।' ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ' ସେ ତୁମ୍ଭମାନଙ୍କୁ ଦୟା ଦଖାଇେଛନ୍ତି।'
ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।
ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି। ଅତଏବ, ମାେ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ ? ପରମେଶ୍ବରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ୟ୍ଯ କଦାପି ବ୍ଯର୍ଥ ୟିବ ନାହିଁ।
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,