ଏହାପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ୟୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂଯଲରେଝିଅ। ବଥୂଯଲେ ମିଲ୍କାର ପୁତର ଥିଲେ, ୟିଏକି ଅବ୍ରହାମଙ୍କର ଭାଇ ନୋ ହରେ ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧ ରେ ଥୋଇ କୂଅ ନିକଟକୁ ଆସିଲେ।
Cross references
ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।
ଏହାପରେ ଅବ୍ରାମ ଓ ନାହାରେ ଉଭୟ ବିବାହ କଲେ। ଅବ୍ରାମ ସ୍ତ୍ରୀର ନାମ ସାରୀ ଏବଂ ନାହାରରେ ସ୍ତ୍ରୀ ମିଲ୍କା, ହାରୋଣର କନ୍ଯା। ହାରୋଣର ଅନ୍ୟ ଝିଅର ନାମ ୟିସ୍କା।
ତା'ପର ଦିନ ପ୍ରତ୍ଯୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲା। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ପଠାଇ ଦେଲେ ସହେି ଜିନିଷ ସହିତ। ହାଗାର ସେ ସ୍ଥାନ ଛାଡ଼ି ବରେଶବୋ ମରୁଭୂମିରେ ଭ୍ରମଣ କଲେ।
ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।
ସହେି ବଥୂଯଲରେ କନ୍ଯା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହାରେ ନିମନ୍ତେ ଜନ୍ମ କଲା।
ରିବିକା ଉତ୍ତର ଦଲୋ, ମାରେ ପିତା ବଥୂଯଲେ, ନାହାରରେ ଓ ମିଲ୍କାର ଜନ୍ମ ପୁତ୍ର।
ମାେକ ନିରବ ରେ ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧ ରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ।
ଏହାପରେ ଯାକୁବ କହିଲେ, ତୁମ୍ଭମାନେେ ଲାବନଙ୍କୁ ଜାଣିଛ କି, ଯେ କି ନାହାରେ ପୁତ୍ର?
ଯେତବେେଳେ ଯାକୁବ ମଷେପାଳକମାନଙ୍କ ସହିତ କଥା ହେଉଥିଲେ ସହେି ସମୟରେ ରାହେଲ ତାଙ୍କ ପିତାଙ୍କର ମଷେପଲ ସହିତ ଉପସ୍ଥିତ ହେଲେ। ନିଜ ପାତାଙ୍କ ମଷେମାନଙ୍କର ଯତ୍ନ ନବୋ ଏହା ରାହେଲଙ୍କର କାର୍ୟ୍ଯ ଥିଲା।
ସଠାେରେ ଜଣେ ମିଦିଯନୀଯ ଯାଜକ ଥିଲେ, ଯାହାଙ୍କର ସାତାଟେି କନ୍ଯା ଥିଲେ। ସହେି କନ୍ଯାମାନେ ସହେି କୂପ ନିକଟକୁ ତାଙ୍କର ପିତାଙ୍କର ମଷେପଲ ପାଇଁ ପାଣି ନବୋକୁ ଆସିଥିଲେ। ସମାନେେ ପାଣି କାଢ଼ି ସହେି କୁଣ୍ଡଟିକୁ ପୁର୍ଣ୍ଣ କରିବାକୁ ଲାଗିଲେ।
ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଆପଣ କହିଥିଲେ, ଆପଣଙ୍କ ବାକ୍ଯାନକ୍ସ୍ଟସା ରେ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ଉଦ୍ଧାର କରିବ। ଏହାର ସତ୍ଯତା ଦଖାେଅ।
ଦିନେ ଋତ ( ମାୟୋବ ଦେଶୀଯ) ନୟମୀକକ୍ସ୍ଟ କହିଲେ, ମୁ କ୍ଷତକେକ୍ସ୍ଟ ୟିବା ପାଇଁ ଗ୍ଭ ହେଁ। କହେି ମାେତେ ଅନକ୍ସ୍ଟଗ୍ରହ ଦଖାଇେପାରନ୍ତି। ଯଦି ୟିଏ କହେି ତା' ପଛ ରେ କିଛି ଶସ୍ଯ ଛାଡି ୟାଏ ମୁ ତାକକ୍ସ୍ଟ ସାଉଁଟି ଆଣିବି। ନୟମୀ କହିଲେ, ୟାଅ ମାରେକନ୍ଯା।
ଋତ ସନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ କାର୍ୟ୍ଯ କଲା। ସେ ଶସ୍ଯ ସଂଗ୍ରହ କଲା ପରେ, ସେ ଏଗୁଡିକୁ ତକ୍ସ୍ଟଷରକ୍ସ୍ଟ ଅଲଗା କଲା। ଏହା ଓଜନ କଲାରକ୍ସ୍ଟ ଅର୍ଦ୍ଧ ବକ୍ସ୍ଟଶଲେ ବାର୍ଲି ହେଲା।
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।
ସେ କବେେ ଅଳସୁଆ ହୁଏ ନାହିଁ। ସେ ତା'ର ଗୃହର ପ୍ରେତ୍ୟକକ ଦ୍ରବ୍ଯର ଯତ୍ନ ନିଏ।
ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'
ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।
ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।