ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତ ରେ ଯେତବେେଳେ ବଳା ଦେଖିଲେ।
Cross references
ରିବିକାର ମା ଓ ଭାଇ କହିଲେ, ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାଙ୍କୁ ଆମ ସହିତ ଆଉ ଦଶଦିନ ରହିବାକୁ ଦିଅ। ଏହାପରେ ସେ ୟାଇପାରିବ।
ଯେତବେେଳେ ରିବିକା ସହେି ସ୍ଥାନ ଛାଡ଼ିଲା ସମାନେେ ତାଙ୍କୁ ଆଶୀର୍ବାଦ କରି କହିଲେ,
ତେଣୁ ହେ ମାରେ ପୁତ୍ର ମୁଁ ଯମେନ୍ତ କହୁଛି, ସହେିପରି କର। ମାରେଭ୍ରାତା ଲାବନ ହାରଣ ରେ ବାସ କରୁଛି। ତୁମ୍ଭେ ତା' ପାଖ ରେ ୟାଇ ଲୁଚ।
ତେଣୁ ତୁମ୍ଭେ ଏସ୍ଥାନ ଛାଡ଼ି ପଦ୍ଦନ ଅରାମକୁ ୟାଅ। ନିଜ ମାତାର ପରବାରକୁ ୟାଇ ବଥୂଯଲରେ ଗୁହକୁ ଯଇେ ସଠାେରେ ନିଜର ମାମୁଁ ଲାବନର କୌଣସି କନ୍ଯାକୁ ବିବାହ କର।
ଏହାପରେ ଯାକୁବ କହିଲେ, ତୁମ୍ଭମାନେେ ଲାବନଙ୍କୁ ଜାଣିଛ କି, ଯେ କି ନାହାରେ ପୁତ୍ର?
ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷଯ ରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚିମ୍ବନ ଦେଲେ। ଏବଂ ତାଙ୍କୁ ତାଙ୍କ ସହିତ ତାଙ୍କ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲା।