Home Bibles ଆଦି ପୁସ୍ତକ 24:31 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 24:31 · ଓଡ଼ିଆ ବାଇବେଲ

ଲାବନ କହିଲେ, ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହା ରେ ଠିଆ ହବୋ ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।

Cross references

ଆଦି ପୁସ୍ତକ 26:29

ଆମ୍ଭେ ତୁମ୍ଭକୁ ଆଘାତ କରି ନ ଥିଲୁ,ତୁମ୍ଭେ ବର୍ତ୍ତମାନ ପ୍ରତିଜ୍ଞା କର ଆମ୍ଭମାନଙ୍କେୁ ତୁମ୍ଭେ ଆଘାତ କରିବ ନାହିଁ। ତୁମ୍ଭକୁ ଶାନ୍ତି ରେ ଆମ୍ଭେ ବିଦା କରିଅଛୁ। ସହେିପରି ତୁମ୍ଭେ ହିଂସା କରିବ ନାହିଁ। ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାତର ପାତ୍ର।

ବିଚାରକର୍ତାମାନଙ୍କ ବିବରଣ 17:2

ମୀଖା ତା'ର ମା'କକ୍ସ୍ଟ ଥରେ କହିଲା, ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭରେି ହାଇେଥିଲା ଏବଂ କାହାକକ୍ସ୍ଟ ତୁମ୍ଭେ ଶାପ ଦେଉଥିବାର ଶକ୍ସ୍ଟଣିଲି। ସହେି ରୂପା ମାେ ପାଖ ରେ ଅଛି, ମୁ ଏହା ଦେଖିଲି।

ରୂତର ବିବରଣ 3:10

ଏହାପରେ ବୋୟଜ କହିଲା, ହେ ୟକ୍ସ୍ଟବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ତୁମ୍ଭେ ମାେ ପ୍ରତି ଅନକେ ଦୟା ଦଖାଇେଛ। ତୁମ୍ଭର ମାେ' ପ୍ରତି ଦୟା ପୂର୍ବରକ୍ସ୍ଟ ନୟମୀକକ୍ସ୍ଟ ଦଖାଇେଥିବା ଦୟାଠାରକ୍ସ୍ଟ ଆହକ୍ସ୍ଟରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ୟକ୍ସ୍ଟବକକକ୍ସ୍ଟ ଠିକ୍ କରି ବିବାହ କରିପାରିଥାନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।

ଗୀତସଂହିତା 115:15

ସ୍ବର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

ହିତୋପଦେଶ 17:8

ଗୋଟିଏ ଉତ୍କୋଚ ଗୋଟିଏ ୟାଦୁ ପଥର ପରି, ଏହା ଜଣେ ଦଇେଥିବାର ଆଖି ରେ ଅଟେ, ସେ ଯେଉଁ ଦିଗ ରେ ଘୂ ରେ, ସେ କୃପାଲାଭ କରେ।

ହିତୋପଦେଶ 18:16

ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।

Interlinear

Choose Theme