Home Bibles ଆଦି ପୁସ୍ତକ 24:48 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 24:48 · ଓଡ଼ିଆ ବାଇବେଲ

ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ଯବାଦ କଲି। ସେ ମାରେ କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃ ପୁତ୍ରଙ୍କ କନ୍ଯା ଗ୍ରହଣ କରିବାକୁ ମାେତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମାରେ କର୍ତ୍ତା ଆବ୍ରହାମର ସହେି ସଦାପ୍ରଭୁ ପରମେଶ୍ବଙ୍କର ଧନ୍ଯବାଦ କଲି।

Cross references

ଆଦି ପୁସ୍ତକ 22:23

ସହେି ବଥୂଯଲରେ କନ୍ଯା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହାରେ ନିମନ୍ତେ ଜନ୍ମ କଲା।

ଆଦି ପୁସ୍ତକ 24:26

ସହେି ଦାସଜଣଙ୍କ ସଦାପ୍ରଭୁଙ୍କୁ ପ୍ରଣାମ କରି ତାଙ୍କର ଉପାସନା କଲେ।

ଆଦି ପୁସ୍ତକ 24:52

ଯେତବେେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠା ରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ।

ଯାତ୍ରା ପୁସ୍ତକ 18:20

ତୁମ୍ଭେ ସମାନଙ୍କେୁ ବିଧି ଓ ବ୍ଯବସ୍ଥାର ଉପଦେଶ ଦିଅ ଓ ସମାନଙ୍କେ ଗନ୍ତବ୍ଯ ପଥ ଓ କର୍ତ୍ତବ୍ଯ କର୍ମ ଦଖାେଅ।

ଏଜ୍ରା 8:21

ଏହାପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାଯ ରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାକ୍ଷାତ ରେ ଆପଣାମାନଙ୍କୁ ନମ୍ରକରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘାଷେଣା କଲି।

ଗୀତସଂହିତା 32:8

ସଦାପ୍ରଭୁ କୁହନ୍ତି, ମୁଁ ତୁମ୍ଭକୁ ଶିକ୍ଷା ଦବେି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ଯ ବତାଇ ଦବେି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ବାବଧାରକ ହବେି।

ଗୀତସଂହିତା 48:14

ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଗୀତସଂହିତା 107:7

ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।

ହିତୋପଦେଶ 3:5

ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

ହିତୋପଦେଶ 4:11

ମୁଁ ତୁମ୍ଭକୁ ଜ୍ଞାନ ମାର୍ଗ ରେ ପରିଚାଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।

ଯିଶାଇୟ 48:17

ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି,

Interlinear

Choose Theme