Home Bibles ଆଦି ପୁସ୍ତକ 24:52 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 24:52 · ଓଡ଼ିଆ ବାଇବେଲ

ଯେତବେେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠା ରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ।

Cross references

ଆଦି ପୁସ୍ତକ 24:26

ସହେି ଦାସଜଣଙ୍କ ସଦାପ୍ରଭୁଙ୍କୁ ପ୍ରଣାମ କରି ତାଙ୍କର ଉପାସନା କଲେ।

ଆଦି ପୁସ୍ତକ 24:48

ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ଯବାଦ କଲି। ସେ ମାରେ କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃ ପୁତ୍ରଙ୍କ କନ୍ଯା ଗ୍ରହଣ କରିବାକୁ ମାେତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମାରେ କର୍ତ୍ତା ଆବ୍ରହାମର ସହେି ସଦାପ୍ରଭୁ ପରମେଶ୍ବଙ୍କର ଧନ୍ଯବାଦ କଲି।

ପ୍ରଥମ ବଂଶାବଳୀ 29:20

ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।

ଦିତୀୟ ବଂଶାବଳୀ 20:18

ଯିହାଶାଫେଟ୍ ତଳକୁ ମୁହଁ କରି ମଥାନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ୟିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଥାନତ କଲେ। ଆଉ ସମାନେେ ସମସ୍ତେ ସଦାପ୍ରଭୁଙ୍କର ସବୋ କଲେ।

ଗୀତସଂହିତା 34:1

ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।

ଗୀତସଂହିତା 95:6

ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସହେି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।

ଗୀତସଂହିତା 107:21

ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

ଗୀତସଂହିତା 116:1

ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

ମାଥିଉଲିଖିତ ସୁସମାଚାର 2:11

ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:25

ପିତର ଘ ରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

Interlinear

Choose Theme