ଯେ ହତେୁ ଅବ୍ରହାମ ହତେୀଯ ସନ୍ତାନମାନଙ୍କ ନିକଟରୁ ସହେି କ୍ଷେତ୍ର କ୍ରଯ କରିଥିଲେ। ସହେି ସ୍ଥାନ ରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।
Cross references
ସେ ହୁଏତ ମକ୍ପଲୋର ଗୁମ୍ଫା ଉଚିତ ମୂଲ୍ଯ ରେ ମାେତେ ବିକି ଦବେେ, ଯାହା ତାଙ୍କର ଅଛି, ତାଙ୍କର କ୍ଷତରେ ଶଷେ ଭାଗ ରେ ଯାହା ଅଛି। ମୁଁ ଚା ହେଁ ତୁମ୍ଭମାନେେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହିଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କରିବା ପାଇଁ କ୍ରଯ କରୁଛି।
ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।
ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।
ଏହି ପ୍ରକା ରେ ଅବ୍ରହାମ ହତରେମାନଙ୍କଠାରୁ କ୍ଷତେ ଏବଂ ସେଥି ରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କଲେ।
ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠେ ରେ କବର ପ୍ରାପ୍ତ ହାଇେଛନ୍ତି। ଇସ୍ହାକ୍ ଓ ତା'ର ସ୍ତ୍ରୀ ରିବିକା ସହେିଠା ରେ କବର ନଇେଛନ୍ତି। ମୁଁ ସହେି ସ୍ଥାନ ରେ ଲୟୋକୁ କବର ଦଇେଛି।