Home Bibles ଆଦି ପୁସ୍ତକ 25:13 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 25:13 · ଓଡ଼ିଆ ବାଇବେଲ

ପ୍ରେତ୍ୟକକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଯଲରେ ଜେଷ୍ଠପୁତ୍ର ନବାଯୋତ୍ ତାହା ଉତ୍ତା ରେ କରଦେ ଓ ଅଦ୍ବଲେ ଓ ମିବ୍ସମ୍।

Cross references

ଆଦି ପୁସ୍ତକ 17:20

ମୁଁ ଇଶ୍ମାଯଲେ ବିଷଯ ରେ ତୁମ୍ଭର ଅନୁ ରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁସନ୍ତାନ ଜନ୍ମ ହବେେ। ତାହାଠାରୁ ବାରଜଣ ଅଧିପତି ଜନ୍ମ ନବେେ ତାଙ୍କର ପରିବାର ଏକ ବିରାଟ ଜାତି ହବେ।

ଆଦି ପୁସ୍ତକ 28:9

ଏଷୌର ଦୁଇଟି କିଣାନୀଯ ସ୍ତ୍ରୀ ଥିଲେ। କିନ୍ତୁ ଏହାପରେ ସେ ଇଶ୍ମାଯଲକେୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ। ସେ ମହଲତ୍କୁ ବିବାହ କଲେ। ଇଶ୍ମାଯଲରେ କନ୍ଯା। ଇଶ୍ମାଯଲେ ଅବ୍ରହାମର ପୁତ୍ର। ମହଲତ୍ ନବାଯୋତର ଭଉଣୀ।

ଆଦି ପୁସ୍ତକ 36:3

ନବାଯୋତର ଭଉଣୀ, ଇଶ୍ମାଯଲେ କନ୍ଯା ବାସମତକୁ ବିବାହ କରିଥିଲେ।

ପ୍ରଥମ ବଂଶାବଳୀ 1:29

ସମାନଙ୍କେର ବଂଶଧରଗଣ ଏହିପରି ଥିଲେ :-

ଗୀତସଂହିତା 120:5

ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।

ପରମଗୀତ 1:5

ଆଗୋ ୟିରୁଶାଲମର କନ୍ଯାଗଣ, ମୁଁ କଦୋରର ତମ୍ବୁ ତୁଲ୍ଯ, ଶ ଲୋମନଙ୍କର ୟବନିକା ତୁଲ୍ଯ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।

ଯିଶାଇୟ 21:16

ମାରେପ୍ରଭୁ ସଦାପ୍ରଭୁ ମାେତେ ସଗେୁଡ଼ିକ ଘଟିବ ବୋଲି କହିଲେ। ଏକ ବର୍ଷ ମଧିଅରେ ବତନେ ଜୀବିର ବର୍ଷ ପ୍ରମାଣେ କଦରରେ ସମସ୍ତ ଗୌରବ ଲୁପ୍ତ ହବେ।

ଯିଶାଇୟ 42:11

ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠା ରେ କଦୋର ବାସ କଲେ, ସଦାପ୍ରଭୁଙ୍କର ପ୍ରଶଂସାଗାନ କର। ଶଲୋ ନିବାସୀମାନେ ଆନନ୍ଦ ରେ ଓ ଶାନ୍ତି ରେ ବାସ କରନ୍ତି, ସମାନେେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ବର ରେ ଗାନ କରନ୍ତୁ।

ଯିଶାଇୟ 60:7

କଦରରେ ସମସ୍ତ ମଷେ ତୁମ୍ଭ ନିକଟରେ ଏକତ୍ରୀତ ହବେେ ଓ ନବାଯୋତର ମଷେପଲ ତୁମ୍ଭର ସବୋ କରିବେ। ସମାନେେ ଆମ୍ଭଦ୍ବାରା ଗ୍ରାହ୍ଯ ହାଇେ ଆମ୍ଭ ୟଜ୍ଞବଦେୀ ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ବରୂପ ମନ୍ଦିରକୁ ଭୂଷତ କରିବା।

ଯିରିମିୟ 2:10

ସାଗର ପାର ହାଇେ କିର୍ତ୍ତୀଯମାନଙ୍କର ଦ୍ବୀପ ସମୂହକୁ ୟାଅ। ଆଉ କଦରକେୁ ଲୋକ ପଠାଅ ଓ ଉତ୍ତମ ରୂପେ ବିବଚେନା କରି ଦେଖ, ସଠାେ ରେ କହେି ଏପରି କାର୍ୟ୍ଯ କବେେ କରିଅଛି କି ?

ଯିହିଜିକଲ 27:21

ଆରବ ଓ କଦରରେ ଅଧିପତିମାନେ ତୁମ୍ଭର ବଣିକ ଥିଲେ। ମଷେଶାବକ, ମଷେ ଓ ଛାଗ ବଦଳ ରେ ତୁମ୍ଭର ଦ୍ରବ୍ଯ ନଇେ ବାଣିଜ୍ଯ କରୁଥିଲେ।

Interlinear

Choose Theme