Home Bibles ଆଦି ପୁସ୍ତକ 25:26 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 25:26 · ଓଡ଼ିଆ ବାଇବେଲ

ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବଯସ ରେ ଏହି ୟାଆଁଳା ପୁତ୍ର ଜନ୍ମ ହେଲେ।

Cross references

ଆଦି ପୁସ୍ତକ 21:5

ଇସ୍ହାକ ଜନ୍ମ ବଳକେୁ ଅବ୍ରହାମ ଏକଶହ ବର୍ଷ ବଯସ ହାଇେଥିଲା।

ଆଦି ପୁସ୍ତକ 27:36

ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

ଆଦି ପୁସ୍ତକ 38:28

ସେ ଯେତବେେଳେ ଜନ୍ମ କଲା, ସେ ସମୟରେ ଏକ ବାଳକର ହସ୍ତ ବାହାର ହେଲା, ତହିଁରେ ଧାତ୍ରୀ ତାହାର ସହେି ସିନ୍ଦୁର ବର୍ଣ୍ଣ ସୁତ୍ର ବାନ୍ଧି କହିଲା, ଏ ଜେଷ୍ଠ।

ଗଣନା ପୁସ୍ତକ 20:14

ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।

ଦିତୀୟ ବିବରଣ 23:8

ସମାନଙ୍କେ ତୃତୀୟ ପୁରୁଷପରେ, ସମାନେେ ସଦାପ୍ରଭୁଙ୍କ ସମାଜ ରେ ପ୍ରବେଶ କରିପାରିବେ।

ଯିହୋଶୂୟ 24:4

ଏବଂ ଇସ୍ହାକକକ୍ସ୍ଟ ଦକ୍ସ୍ଟଇଟି ପକ୍ସ୍ଟତ୍ର ଦଲେି, ସମାନେେ ହେଲେ, ୟାକକ୍ସ୍ଟବ ଓ ଏଷୌ। ଏବଂ ଏଷୌକକ୍ସ୍ଟ ସଯେୀର ପର୍ବତ ଓ ତା'ର ପାଶର୍‌ବବର୍ତ୍ତୀ ଭୂମି ଦଲେି। ୟାକକ୍ସ୍ଟବ ଏବଂ ତାଙ୍କର ସନ୍ତାନମାନେ ସଠାେରେ ବାସ କଲେ ନାହିଁ। ସମାନେେ ବାସ କରିବାକୁ ମିଶରକକ୍ସ୍ଟ ପଳାଇ ଗଲେ।

ହୋଶେୟ 12:3

ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।

ହୋଶେୟ 12:4

ଯାକୁବ ପରମେଶ୍ବରଙ୍କ ଦୂତ ସହିତ ମଲ୍ଲୟୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥଲ୍ ରେ ଘଟିଥିଲା। ସହେିସ୍ଥାନ ରେ ସେ ପରମେଶ୍ବରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା।

ମଲାଖୀ 1:2

ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ ରମେ କରିଅଛୁ।

Interlinear

Choose Theme